Advertisment

ଏଇ ମାସରେ ବାହାରିବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର: ଚଳିତ ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଜୁଲାଇ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଦିନେ ଦୁଇଦିନ ଭିତରେ ଜଣାଇ ଦିଆଯିବ ବୋଲି ବୋର୍ଡ ସଭାପତି କହିଛନ୍ତି। ସୂଚନାଥାଉ କି, ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ୨,୮୮୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି

ଭୁବନେଶ୍ୱର: ଚଳିତ ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଜୁଲାଇ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।

Advertisment

ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଦିନେ ଦୁଇଦିନ ଭିତରେ ଜଣାଇ ଦିଆଯିବ ବୋଲି ବୋର୍ଡ ସଭାପତି କହିଛନ୍ତି।

ସୂଚନାଥାଉ କି, ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ୨,୮୮୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିବା ବେଳେ ୬୦ଟି ମୂଲ୍ୟାୟନ କେନ୍ଦ୍ର ହୋଇଥିଲା। ମୂଲ୍ୟାୟନ ପ୍ରକ୍ରିୟାରେ ୧୫ ହଜାରରୁ ଅଧିକ ଶିକ୍ଷକ ସାମିଲ ହୋଇଥିଲେ। ମାର୍ଚ୍ଚ ୧୮ରୁ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା, ହେଲେ ମହାମାରୀ କରୋନା ଯୋଗୁ ଖାତାଦେଖାକୁ ସ୍ଥଗିତ ରଖାଯାଇଥିଲା।

Advertisment
Matric Results Matric Results Announced Matric Results Odisha
Advertisment
Advertisment