ଭୁବନେଶ୍ୱର: ସେପ୍ଟେମ୍ବର ୧୪ରୁ ୨୪ ଯାଏ ମାଟ୍ରିକ୍ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ମାଟ୍ରିକ୍ ପାଇଁ ୧୫୩ଟି ଏବଂ ଓପନ ସ୍କୁଲ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି।
Advertisment
ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ପ୍ରତିଦିନ ସାନିଟାଇଜ୍ କରାଯିବ। ଏହାସହ ଭିଡ଼ ଯେପରି ନ ହେବ ସେନେଇ ବ୍ୟବସ୍ଥା ହେବ। କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରାଯାଇ ପରୀକ୍ଷା ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିପରି ଓପନ ସ୍କୁଲର ୧୨,୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)