ଡ୍ରୋନ କିପରି ବ୍ୟବହାର କରାଯିବ, ସେଥିରେ କିପରି ଆବଶ୍ୟକ ସାମଗ୍ରୀ ଅନ୍ୟତ୍ର ପଠାଯିବ । ସେନେଇ ତାଲିମ ଦିଆଯାଇଛି ।
ବେଆଇନ ବାଲି ଚୋରା ଚାଲାଣ ମାମଲାରେ ନିଲମ୍ୱିତ ହେଲେ ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ହସିଲଦାର ମମତାଜ୍ ମହାରଣା । ହେଲେ କୁଆଡେ ଗଲେ ସେ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳୁନାହିଁ ।
ପଡ଼ିଲା ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ଛାଟ, ଫିଟିଲା ଖୋଦ୍ ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଥିବା ବାଲି ଚୋରାଚାଲାଣର ରହସ୍ୟ । ବନ୍ଧାହେଲେ ବହୁଚର୍ଚ୍ଚିତ ବାଲିଖାଦାନ ଲିଜ୍ଧାରୀ ପ୍ରଦୀପ ବିନ୍ଧାଣି ।
ନାଗ ସହ ନାଗିନ୍ ଡ୍ୟାନ୍ସ...କେବେ ଦେଖିଛନ୍ତି କି ? ଭିଡିଓରେ ଦେଖନ୍ତୁ ଏହି ଅବିଶ୍ୱାସନୀୟ ଦୃଶ୍ୟ...
ମଣିଷକୁ ପଶୁ ଇଞ୍ଜେକ୍ସନ ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ କାର୍ଯ୍ୟରେ ଅବହେଳା କରିଥିବା ASIଙ୍କୁ ନିଲମ୍ବନ କଲେ ମୟୂରଭଞ୍ଜ ଏସ୍ପି ।
ଗାଡ଼ିରେ ବସିଥିବା ଦୁଇ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ନିର୍ଧୁମ ପିଟିଥିଲେ । ଲୋକଙ୍କ ମାଡ଼ରେ ଦୁଇ ଉଭୟ ଗୁରୁତର ହୋଇଥିବା ବେଳେ ମେଡିକାଲ୍ରେ ଜଣଙ୍କର ମୃତ୍ୟୁ ହୋଇଛି ।
ମାତ୍ର ୩୦ ହଜାର ଟଙ୍କା ପାଇଁ ହତ୍ୟା ପରି ଜଘନ୍ୟକାଣ୍ଡ ଘଟାଇବାକୁ ପଛାଇଲେ ନାହିଁ। ତାହା ପୁଣି ଅଜଣା ଲୋକ କି ଚୋର ଡକାୟତ ଖଣ୍ଟ ନୁହେଁ, ବରଂ ନିଜ ଗାଁ ଲୋକ ଏହି ହତ୍ୟାକାଣ୍ଡ ଘଟାଇଛନ୍ତି। ଘନିଷ୍ଠ ସମ୍ପର୍କ ଥାଇ ମଧ୍ୟ ହତ୍ୟା କରିବାକୁ ପଛାଇଲେ ନାହିଁ ଗାଁ ଲୋକେ।
ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ ପ୍ରସ୍ତୁତ ହେଉଥିଲା ନକଲି ମଦ । ନକଲି ସାମଗ୍ରୀରେ ମଦ ପ୍ରସ୍ତୁତ କରି, ଅସଲି ଦାମରେ ବିକ୍ରିବଟା ଚାଲିଥିଲା ।
ପ୍ରଥମ ଶ୍ରେଣୀ ଛାତ୍ରୀ ତରକାରୀ କଡ଼େଇରେ ପଡି ଗୁରୁତର । ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା ବ୍ଲକ ବାଘଡା ପ୍ରାଥମିକ ବିଦ୍ୟାଳୟରେ ଏପରି ଘଟଣା ଦେଖିବାକୁ ମିଳିଛି ।
ବାଘ ଚମଡ଼ା ବିକ୍ରି ପାଇଁ ଡିଲ୍ ବେଳେ ବନ ବିଭାଗର ଚଢ଼ାଉ । ରେଡ୍ରେ ୭ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି ।
ଦିନବେଳା ପ୍ରବଳ ଖରା ସାଙ୍ଗକୁ ଜୋରରେ ପବନ ବୋହିବା ଯୋଗୁଁ ନିଆଁ ଅମାନିଆ ଭାବେ ମାଡି ଚାଲିଛି । ଆଉ ନିଆଁର ଆଁ ଭିତରେ ଜଳି ପୋଡ଼ିଯାଉଛନ୍ତି ବହୁ ପଶୁପକ୍ଷୀ, କୀଟ-ପତଙ୍ଗ ଓ ଧ୍ୱଂସ ପାଇ ଚାଲିଛି ବହୁ ଦରକାରୀ ଓ ଔଷଧୀୟ ବୃକ୍ଷଲତା ।
ମୟୂରଭଂଜ ଯଶୀପୁର ବଡଶିଆଳିନଇଁ ଗାଁ ଜଙ୍ଗଲରୁ ଦରପୋଡା ମୃତଦେହ ମିଳିବା ଘଟଣାରୁ ହଟିଛି ପରଦା । ଉଦ୍ଧାର ହୋଇଥିବା ଦରପୋଡା ମୃତଦେହଟି କେନ୍ଦୁଝର ଟାଉନଥାନା ରାଙ୍କି ଗାଁର ସତ୍ୟବ୍ରତ ସ୍ୱାଇଁଙ୍କ ପୁଅ ଆଦିତ୍ୟ ସ୍ୱାଇଁଙ୍କର ବୋଲି ଜଣାପଡିଛି ।
ଚଳିତ ବର୍ଷ ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ବିଭିନ୍ନ ସମୟରେ ୬୦୦ ଟି ସଚେତନତା ରାଲି ଏବଂ ୬୦ ଟି ମିଳିତ ମକଡ୍ରିଲ କରିଥିଲା ବିଭାଗ ।
କଲରାପତରିଆ ବାଘ ଆକ୍ରମଣରେ ଭାଉଜ ଦିଅର କ୍ଷତ ବିକ୍ଷତ । ଭାଉଜକୁ ବାଘ ଆକ୍ରମଣ ସମୟରେ ଦିଅର ଲଢି ଲଢି ବାଘ ମୁହଁରୁ ବଞ୍ଚେଇଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସାମାନ୍ୟ କଥାକୁ କେନ୍ଦ୍ର କରି ଅତି ବିଭତ୍ସ ଭାବେ ପ୍ରେମିକାକୁ ପଥରରେ ଛେଚି ହତ୍ୟା କରିଛି ପ୍ରେମିକ। ତେବେ ଏହି ଘଟଣାକୁ ନେଇ ପ୍ରେମିକ କୁହନ୍ତି ଯେ ସେ ଏହି ହତ୍ୟା କରି ନାହାନ୍ତି।
ଲୋକେ ବହୁ ସମୟରେ ଏଥିରୁ ସୁବିଧା ବି ପାଉଥିଲେ । ହେଲେ ଏବେ ୧୦ ବର୍ଷ ହେବ ପୋଖରୀ ଗୁଡ଼ିକରେ ଦଳ ମାଡ଼ିଯିବା ସହ ଜଳ ଅପରିଷ୍କାର ହୋଇଛି ।
୧୯ ବର୍ଷୀୟା ମହିଳା ଲକ୍ଷ୍ମୀପ୍ରିୟା ଦାସ । ମୟୁରଭଞ୍ଜ ଜିଲ୍ଲା ବାରିପଦା ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ ବୁଲି ପ୍ଲାଷ୍ଟିକ ବୋତଲ ଗୋଟାଇବା ତାଙ୍କର କାମ ।
ଶେଷ ପର୍ଯ୍ୟାୟ ମତଦାନ ପୂର୍ବରୁ ନୟାଗଡ଼ ଜିଲ୍ଲାରେ ଗଡ଼ିଛି ମୁଣ୍ଡ । ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବଡ଼ବୋଦସା ଗାଁ ଦାଣ୍ଡରେ ବୋମାମାଡ଼ ହୋଇ ଜଣେ ଯୁବକଙ୍କ ଜୀବନ ଯାଇଥିବା ସୂଚନା ମିଳିଛି ।
ବେଆଇନ୍ ପଥର ଗାଡ଼ିକୁ ଜରିମାନା କରିବାରୁ ତହସିଲଦାରଙ୍କୁ ଦୁର୍ବ୍ୟହାର କରାଯାଇଥିବା ଅଭିଯୋଗ ହୋଇଛି। ଏହାସହ ତାଙ୍କୁ ହତ୍ୟା ଧମକ ମଧ୍ୟ ମିଳିଛି।
ଗାଡି ଉଦଳାରେ, ହେଲେ ଚାଲାଣ କଟିଲା ମାଲକାନଗିରିରେ। ଗତକାଲି ବ୍ୟକ୍ତି ଜଣକ ଘରେ ଥିବା ବେଳେ ତାଙ୍କ ଗାଡ଼ି ନମ୍ବରରେ ୫୦୦ ଟଙ୍କାର ଚାଲାଣ କଟାଯାଇଥିବା SMS ଆସିଥିଲା। ଯାହା ଦେଖିବା ପରେ ସେ ତାଜୁବ୍ ହୋଇଯାଇଥିଲେ।
ବଞ୍ଚିଥିଲା ବେଳେ ଘର ଲୋକଙ୍କୁ କହିଥିଲେ ମଲା ପରେ ଶରୀରକୁ ପୋଡିବନି କି ପୋତି ଦେବନି । ଏକ ମହାନ କାର୍ଯ୍ୟରେ ଲଗାଇବ । ଏବେ ପୁଅ ବୋହୂ ତାଙ୍କର ଶେଷ ଇଚ୍ଛା ପୂରଣ କରିଛନ୍ତି ।
ମୟୁରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ନାରା ସାହିରେ ଚାଲିଛି ଟୁସୁ ମୁନିଙ୍କ ପୂଜା । ଘରେ ଘରେ ମକର ପୂର୍ବରୁ ଲିପାପୋଛା କରି ପୂଜା ଦିନ ନୂଆ ଲୁଗା ପରିଧାନ କରି ଏହି ଟୁସୁ ପୂଜାକୁ ପାଳନ କରିଛନ୍ତି ।
ପିଇବା ପାଣି ପାଇଁ ଆଉ କେତେଦିନ ଅପେକ୍ଷା କରିବେ ବାହୁବନ୍ଧ ପଞ୍ଚାୟତ ଲୋକେ? ଏଥର ପାଣି ନମିଳିଲେ ଭୋଟ୍ ଦେବେନି ବୋଲି ଚେତବାନୀ ଦେଲେ ଗାଁ ଲୋକେ
ନୂଆବର୍ଷରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ଭିଡ଼ : ଆଜି DayTourist ଙ୍କ ଲାଗି ଆଜି ବି ବନ୍ଦ ରହିଲା ଶିମିଳିପାଳ