ପ୍ରଥମ ଥର ପାଇଁ ଏତେ ପରିମାଣର ଅଫିମ ଚାଷ ଦେଖି ସମସ୍ତେ ତାଜୁବ ହୋଇଯାଇଥିଲେ। ପ୍ରାୟ ୫ ଲକ୍ଷ ୨୫ ହଜାରରୁ ଅଧିକ ଅଫିମ ଗଛ ନଷ୍ଟ କରାଯାଇଛି।
ଆକ୍ରମଣ ଖବର ପାଇବା ମାତ୍ରେ, ସହାୟତା ଲାଗି ସେଠାରେ ପହଞ୍ଚିଥିଲା ଭାରତୀୟ ନୌସେନାର ଯୁଦ୍ଧ ଜାହାଜ। ଏହି ଟିମରେ ଜଣେ ମାତ୍ର ଡାକ୍ତର ଥିଲେ, ୨୯ ବର୍ଷୀୟା ଓଡ଼ିଆ ଝିଅ ଅନନ୍ୟା।
ବାଇକର ବେଗ ଏତେ ଅଧିକ ଥିଲା ଯେ, ଉଭୟ ଚାଳକ ୨୦ଫୁଟ ଦୂରକୁ ଛିଟିକି ପଡିଥିଲେ। ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଯାଇଛି।
ଅପରାହ୍ଣରେ ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ମାଆ କିଚକେଶ୍ୱରୀ ମନ୍ଦିର ପରିଦର୍ଶନ କରି ଆଶିଷ ଭିକ୍ଷା କରିବେ ।
ଦୁଇବର୍ଷରେ ମହାବଳ ସଂଖ୍ୟା ୫୦ % ବୃଦ୍ଧି ପରେ ବନ ବିଭାଗର ନିଷ୍ପତ୍ତି । ଇନବ୍ରିଡିଂ ପାଇଁ ଶିମିଳିପାଳରେ କଳାବାଘ ସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା ।
ବିଶେଷ କରି କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।
ଶିମିଳିପାଳ ଅଭୟାରଣ୍ୟରେ ଗୋଟିଏ ମହାବଳ ବାଘର ମୃତ୍ୟୁ ହୋଇଛି । ଦୁଦୁରୁଚମ୍ପା ନାଳ ନିକଟରୁ ମହାବଳ ବାଘର ମୃତଦେହ ଠାବ କରାଯାଇଛି ।
‘ଏକ୍ସ’ ଜରିଆରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫାରୀରେ ବୁଲି କଳା ବାଘଙ୍କୁ ଦେଖିପାରବେ ପର୍ଯ୍ୟଟକ ।
ଘାଟିରେ ଓଲଟି ପଡ଼ିଲା ଯାତ୍ରା ପାର୍ଟି ଟ୍ରକ । ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ଦୁର୍ଘଟଣା ।
ପୁରା ନାରାୟଣପାଟଣା ବ୍ଳକକୁ ଗୋଟିଏ ବସ୍ । ବିଶ୍ୱାସଭାଜନ ହେଉନି ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ।
ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତର ପ୍ରକୋପ ଜାରି । ଉପକୂଳ ଓ ଦକ୍ଷିଣ ଓଡ଼ିଶାକୁ କୁହୁଡ଼ି ସତର୍କତା ।
କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୂଭବ ହେଉଛି ।
ବିପଦପୂର୍ଣ୍ଣ ପାଲଟିଛି ପୋଲ । ମୃତ୍ୟୁକୁ କରିଛି ଅପେକ୍ଷା । ପୋଲରେ ଯାତାୟାତ ନକରିବାକୁ ବାରଣ କରିଛି ପୂର୍ତ୍ତ ବିଭାଗ । ହେଲେ ହେଉନି ନୂଆ ପୋଲ। ହନ୍ତସନ୍ତ ହେଉଛନ୍ତି ବାସିନ୍ଦା । ସୋମବାର ଯଇଦା ଗାଁର ଜଣେ ମହିଳା ଅସୁସ୍ଥ ହେବାପରେ ଚେତା ବୁଡ଼ିଯାଇଥିଲା ।
ବରେହିପାଣି, ଚହଲା, ଜରନ୍ଦା, ବାରହା କାମୁଡ଼ା ଆଦି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।
ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଅନ୍ତର୍ଗତ ବିଞ୍ଜୁଆ ଗାଁ । ଟସର ପାଟ ଶିଳ୍ପ ପାଇଁ ସୁନାମ ରହିଛି ।
ଚାରିଆଡ଼େ ଜଙ୍ଗଲ । ଆଉ ଏହାରି ଭିତରେ ବସବାସ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟ ଲୋକେ । ୪୦ ପରିବାରର ପ୍ରାୟ ୨ଶହ ଲୋକ ଏଠି ବସବାସ କରନ୍ତି । ହେଲେ ଏମାନଙ୍କ ପାଇଁ ନାହିଁ ସରକାରଙ୍କ କୌଣସି ସୁବିଧା ।
ରାଜ୍ୟ ସରକାରଙ୍କ ୨୫ ବର୍ଷ ଶାସନରେ ବହଳଦାକୁ ମିଳିପାରିଲାନି ଗୋଟିଏ ବସ୍ଷ୍ଟାଣ୍ଡ । ଯାହାଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳୁଛି ।
ଟନେଲ ଭିତରୁ ଉଦ୍ଧାର ଓଡ଼ିଆ ଶ୍ରମିକ କହିଛନ୍ତି, ‘ପ୍ରଥମ ୧୦ ଦିନ କେବଳ ମୁଢ଼ି ଖାଇ କାଟିଲୁ । ତେବେ ପାଣି, ଲାଇନ କଟି ନଥିଲା ।’
ମୟୂରଭଞ୍ଜ ଜିଲ୍ଲା ବିଶୋଇ ବ୍ଲକ ଖଡମବେଡ଼ା ପଞ୍ଚାୟତ ହେନ୍ଦେଦା ଓ ବୁରୁଡି ଗାଁରେ ରହିଛି ଏଭଳି ଅବସ୍ଥା । ଗାଁରେ ୧୮ ଟି ପରିବାରର ୬ଶହରୁ ଅଧିକ ଲୋକ ବସବାସ କରନ୍ତି ।
ଧିରେ ଧିରେ କ୍ଷୀଣ ହୋଇ ଆସିଲାଣି ଶରୀରର ବଳବପୁ । ବାପା ମା’ ତ ଦୂରର କଥା, ଜୀବନରେ ପୁଅ, ଝିଅ କି ପତ୍ନୀ ବୋଲି କେହିନାହାଁନ୍ତି । ସଂପର୍କିୟଙ୍କ ହାତ ଟେକାରେ ଯାହା ଜୀବନ ଜୀଇଁବାକୁ ପଡୁଛି ।
ଏକ୍ସପ୍ରେସରେ ବସି ରାଇରଙ୍ଗପୁର ଯାଏଁ କଲେ ଯାତ୍ରା ମହାମହିମ୍ । ଆଜିଠୁ ବାଦାମପାହାଡ଼ରୁ ସାଲିମାର ଓ ରାଉରକେଲାକୁ ଚାଲିଲା ଏକ୍ସପ୍ରେସ ।
ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ ରେଳ ଷ୍ଟେସନରୁ ଆଜି ତିନିଟି ଟ୍ରେନର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ଅଧିବେଶନରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାନ୍ତାଳୀ ଶାଢ଼ି ଉପଢୗକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି ।
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ହେବା ପରେ ଦ୍ବିତୀୟ ଥର ପାଇଁ ମୟୂରଭଂଜ ଗସ୍ତ... ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ହେବେ ସାମିଲ, ରାଇରଙ୍ଗପୁରରେ ୩ଟି ନୂଆ ଟ୍ରେନର କରିବେ ଲୋକାର୍ପଣ... ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ଉତ୍କଣ୍ଠା...