Advertisment

Minister Suresh Pujari Shifted to AIIMS New Delhi: ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ, ଜାଣନ୍ତୁ କାହିଁକି ?

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ। ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ।

Suresh Pujari

Suresh Pujari Photograph: (OTV)

Advertisment

ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ।

Advertisment

ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ...

ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର
ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ
ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ହୋଇଥିଲେ ଭର୍ତ୍ତି
ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

Advertisment
AIIMS Suresh Pujari
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ