/odishatv-khabar/media/post_attachments/uploadimage/library/16_9/16_9_0/minor-rape_1626760574.jpg)
minor rape
ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଗୋପବନ୍ଧୁନଗରରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତ ରାତିରେ ୬ ବର୍ଷର ନାବାଳିକାକୁ ପ୍ରଲୋଭନ ଦେଖାଇ ବାହାରକୁ ଡାକି ପଡ଼ୋଶୀ ଜଣକ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି।
Advertisment
ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହ କରି ଅଭିଯୁକ୍ତକୁ ଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସର ଜିମା ଦେଇଛନ୍ତି। ଅଭିଯୁକ୍ତ ଗୁରୁତର ଆହତ ହୋଇଥିବାରୁ, ପୁଲିସ୍ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଛି।
/odishatv-khabar/media/post_attachments/wp-content/uploads/2019/04/rape-90.jpg)
ତେବେ ଅଭିଯୁକ୍ତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗାଁ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)