Advertisment

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଗୋପବନ୍ଧୁନଗରରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତ ରାତିରେ ୬ ବର୍ଷର ନାବାଳିକାକୁ ପ୍ରଲୋଭନ ଦେଖାଇ ବାହାରକୁ ଡାକି ପଡ଼ୋଶୀ ଜଣକ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହ କରି ଅଭିଯୁକ୍ତକୁ ଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସର ଜିମା ଦେଇଛନ୍ତି। ଅଭିଯୁକ୍ତ ଗୁରୁତର ଆହତ […]

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

minor rape

Advertisment

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଗୋପବନ୍ଧୁନଗରରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତ ରାତିରେ ୬ ବର୍ଷର ନାବାଳିକାକୁ ପ୍ରଲୋଭନ ଦେଖାଇ ବାହାରକୁ ଡାକି ପଡ଼ୋଶୀ ଜଣକ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି।

Advertisment

ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହ କରି ଅଭିଯୁକ୍ତକୁ ଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସର ଜିମା ଦେଇଛନ୍ତି। ଅଭିଯୁକ୍ତ ଗୁରୁତର ଆହତ ହୋଇଥିବାରୁ, ପୁଲିସ୍‌ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଛି।

rape

ତେବେ ଅଭିଯୁକ୍ତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗାଁ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ