/odishatv-khabar/media/post_attachments/uploadimage/library/16_9/16_9_0/minor-girl-rape-1_1626416887.jpg)
representational image
ମାଲକାନଗିରି: ସେବାଶ୍ରମରେ ଛାତ୍ରୀମାନେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ମାଲକାନଗିରି ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି।
Advertisment
ଏହି ଘଟଣାକୁ ନେଇ ପୀଡ଼ିତା ମାଲକାନଗିରି ଜିଲ୍ଲପାଳଙ୍କ ନିକଟରେ ଫେରାଦ ହୋଇଥିଲେ। ଏହା ପରେ ଜିଲ୍ଲା ଶିଶୁ ସୁରକ୍ଷା ଅଧତ୍କାରୀଙ୍କୁ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।
ପୂରା ଘଟଣାକୁ ଅନୁଧ୍ୟାନ କଲା ପରେ ଏନେଇ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଥାନାରେ ଏତଲା ଦେଇଛନ୍ତି। ଏହି ମାମଲାରେ ସ୍କୁଲର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକଙ୍କୁ ପୁଲିସ୍ ମାଲକାନଗିରି ଥାନାରେ ଅଟକ ରଖି ପଚରାଉଚରା କରୁଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)