Advertisment

ସେବାଶ୍ରମରେ ଛାତ୍ରୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ

ମାଲକାନଗିରି: ସେବାଶ୍ରମରେ ଛାତ୍ରୀମାନେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ମାଲକାନଗିରି ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପୀଡ଼ିତା ମାଲକାନଗିରି ଜିଲ୍ଲପାଳଙ୍କ ନିକଟରେ ଫେରାଦ ହୋଇଥିଲେ। ଏହା ପରେ ଜିଲ୍ଲା ଶିଶୁ ସୁରକ୍ଷା ଅଧତ୍କାରୀଙ୍କୁ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ପୂରା ଘଟଣାକୁ ଅନୁଧ୍ୟାନ କଲା ପରେ ଏନେଇ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଥାନାରେ ଏତଲା ଦେଇଛନ୍ତି। ଏହି ମାମଲାରେ ସ୍କୁଲର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକଙ୍କୁ ପୁଲିସ୍‌ […]

ସେବାଶ୍ରମରେ ଛାତ୍ରୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ

representational image

Advertisment

ମାଲକାନଗିରି: ସେବାଶ୍ରମରେ ଛାତ୍ରୀମାନେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ମାଲକାନଗିରି ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି।

Advertisment

ଏହି ଘଟଣାକୁ ନେଇ ପୀଡ଼ିତା ମାଲକାନଗିରି ଜିଲ୍ଲପାଳଙ୍କ ନିକଟରେ ଫେରାଦ ହୋଇଥିଲେ। ଏହା ପରେ ଜିଲ୍ଲା ଶିଶୁ ସୁରକ୍ଷା ଅଧତ୍କାରୀଙ୍କୁ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ପୂରା ଘଟଣାକୁ ଅନୁଧ୍ୟାନ କଲା ପରେ ଏନେଇ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଥାନାରେ ଏତଲା ଦେଇଛନ୍ତି। ଏହି ମାମଲାରେ ସ୍କୁଲର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକଙ୍କୁ ପୁଲିସ୍‌ ମାଲକାନଗିରି ଥାନାରେ ଅଟକ ରଖି ପଚରାଉଚରା କରୁଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ