Advertisment

ଅନୁଭବଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ପ୍ରସଙ୍ଗ ; ମନ୍‌ଜିତଙ୍କ ବୟାନ ରେକର୍ଡ

କଟକ : ପଡ଼ୋଶୀଙ୍କୁ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ । ଆଜି କୋର୍ଟରେ ଅଭିଯୋଗକାରୀ ମନ୍‌ଜିତ ଦାସଙ୍କ ବୟାନ ରେକର୍ଡ ହୋଇଛି । କଟକ ଏସ୍‌ଡିଜେଏମ୍ କୋର୍ଟରେ ମନ୍‌ଜିତଙ୍କ ବୟାନ ରେକର୍ଡ ହୋଇଛି । ସାଂସଦଙ୍କ ଦୁର୍ବ୍ୟବହାର ନେଇ ଥାନାରେ ଏତଲା କରିଥିଲେ ମନ୍‌ଜିତ। ପୁଲିସ କାର୍ଯ୍ୟାନୁଷ୍ଠାନ ନନେବାରୁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମନ୍‌ଜିତ। ପୁରୀ ଘାଟ ଥାନାରେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଏତଲା ଦାଏର କରିଥିଲେ ଛାତ୍ର ବିଜେଡି ନେତା […]

ଅନୁଭବଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ପ୍ରସଙ୍ଗ ; ମନ୍‌ଜିତଙ୍କ ବୟାନ ରେକର୍ଡ

manjit

Advertisment

କଟକ : ପଡ଼ୋଶୀଙ୍କୁ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ । ଆଜି କୋର୍ଟରେ ଅଭିଯୋଗକାରୀ ମନ୍‌ଜିତ ଦାସଙ୍କ ବୟାନ ରେକର୍ଡ ହୋଇଛି ।

Advertisment

କଟକ ଏସ୍‌ଡିଜେଏମ୍ କୋର୍ଟରେ ମନ୍‌ଜିତଙ୍କ ବୟାନ ରେକର୍ଡ ହୋଇଛି । ସାଂସଦଙ୍କ ଦୁର୍ବ୍ୟବହାର ନେଇ ଥାନାରେ ଏତଲା କରିଥିଲେ ମନ୍‌ଜିତ। ପୁଲିସ କାର୍ଯ୍ୟାନୁଷ୍ଠାନ ନନେବାରୁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମନ୍‌ଜିତ। ପୁରୀ ଘାଟ ଥାନାରେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଏତଲା ଦାଏର କରିଥିଲେ ଛାତ୍ର ବିଜେଡି ନେତା ମନ୍‌ଜିତ ଦାସ । ସେ ଅଭିଯୋଗ କରିଥିଲେ ଯେ, ତାଙ୍କ ନାଁରେ ସୋଶାଲ୍ ମିଡିଆରେ ଅନୁଭବ ବାରମ୍ବାର ଅପପ୍ରଚାର କରୁଛନ୍ତି । ଏହା ଦ୍ୱାରା ମାନହାନୀ ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ