Advertisment

ଭୁବନେଶ୍ୱରରେ ବିଦେଶିନୀଙ୍କ ଠାରୁ ଲୁଟିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ବିଦେଶିନୀଙ୍କ ଠାରୁ ଲୁଟିଲେ ଦୁର୍ବୃତ୍ତ। ଅଟୋ ଭିତରୁ ନେଇଗଲେ ୪ ଲକ୍ଷରୁ ଅଧିକ ଟଙ୍କାର ଲାପଟପ୍ ଓ ଡକ୍ୟୁମେଣ୍ଟ। ଭୁବନେଶ୍ୱରର ଏକ ଘରୋଇ ୟୁନିଭର୍ସିଟିରେ ଇଣ୍ଟର୍ଣ୍ଣସିପ୍ ପାଇଁ ଅାସିଥିବା ନରୱେର ସଂପୃକ୍ତ ବିଦେଶିନୀ ଅଟୋରେ ଫେରୁଥିବା ବେଳେ ଖଣ୍ଡଗିରି ଅଞ୍ଚଳରେ ଏହି ଲୁଟ୍ ହୋଇଛି। ବିଦେଶିନୀଙ୍କ ଅଭିଯୋଗକୁ ଅାଧାର କରି ଖଣ୍ଡଗିରି ପୁଲିସ ମାମଲା ରୁଜୁ କରିଛି। ପୁଲିସ ସ୍ଥାନୀୟ ଅଞ୍ଚଳରେ ଥିବା ସିସିଟିଭି ଓ ସଂପୃକ୍ତ ଅଟୋଚାଳକକୁ ପଚରା ଉଚରା କରି ତଥ୍ୟ […]

ଭୁବନେଶ୍ୱରରେ ବିଦେଶିନୀଙ୍କ ଠାରୁ ଲୁଟିଲେ ଦୁର୍ବୃତ୍ତ

foreigner

Advertisment

ଭୁବନେଶ୍ୱର : ବିଦେଶିନୀଙ୍କ ଠାରୁ ଲୁଟିଲେ ଦୁର୍ବୃତ୍ତ। ଅଟୋ ଭିତରୁ ନେଇଗଲେ ୪ ଲକ୍ଷରୁ ଅଧିକ ଟଙ୍କାର ଲାପଟପ୍ ଓ ଡକ୍ୟୁମେଣ୍ଟ। ଭୁବନେଶ୍ୱରର ଏକ ଘରୋଇ ୟୁନିଭର୍ସିଟିରେ ଇଣ୍ଟର୍ଣ୍ଣସିପ୍ ପାଇଁ ଅାସିଥିବା ନରୱେର ସଂପୃକ୍ତ ବିଦେଶିନୀ ଅଟୋରେ ଫେରୁଥିବା ବେଳେ ଖଣ୍ଡଗିରି ଅଞ୍ଚଳରେ ଏହି ଲୁଟ୍ ହୋଇଛି।

Advertisment

ବିଦେଶିନୀଙ୍କ ଅଭିଯୋଗକୁ ଅାଧାର କରି ଖଣ୍ଡଗିରି ପୁଲିସ ମାମଲା ରୁଜୁ କରିଛି। ପୁଲିସ ସ୍ଥାନୀୟ ଅଞ୍ଚଳରେ ଥିବା ସିସିଟିଭି ଓ ସଂପୃକ୍ତ ଅଟୋଚାଳକକୁ ପଚରା ଉଚରା କରି ତଥ୍ୟ ସଂଗ୍ରହ କରିବାକୁ ଯୋଜନା ରଖିଛି। ଲୁଟ୍‌ର ଶିକାର ବିଦେଶିନୀ ଗଣମାଧ୍ୟମକୁ  କିଛି କହିନଥିଲେ ମଧ୍ୟ ପୁଲିସ ଘଟଣାର ଖୋଲତାଡ ଅାରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ