Advertisment

ବ୍ୟାଙ୍କ୍‌ କାନ୍ଥ ଭାଙ୍ଗି ଲୁଟ୍ ଉଦ୍ୟମ

ମୟୂରଭଞ୍ଜ:  ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହରରେ ଥିବା ୟୁକୋ ବ୍ୟାଙ୍କ୍‌ର ଲୁଟ୍ ଉଦ୍ୟମ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ବ୍ୟାଙ୍କ୍‌ର କାନ୍ଥ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ଏହି ଘଟଣା ପୂରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଖୋଳତାଡ଼ କରୁଛି। ଘଟଣାସ୍ଥଳରୁ ହ୍ୟାଣ୍ଡ ଗ୍ଲୋବସ୍‌ ଓ ଶାବଳ ଆଦି ଜବତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବ୍ୟାଙ୍କ୍‌ରେ ଲାଗିଥିବା ସିସିଟିଭି କ୍ୟାମେରାକୁ ବି ଲୁଟେରା ନଷ୍ଟ କରିଦେଇଛନ୍ତି।

author-image
Sangita Sahu
ବ୍ୟାଙ୍କ୍‌ କାନ୍ଥ ଭାଙ୍ଗି ଲୁଟ୍ ଉଦ୍ୟମ

bank

ମୟୂରଭଞ୍ଜ:  ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହରରେ ଥିବା ୟୁକୋ ବ୍ୟାଙ୍କ୍‌ର ଲୁଟ୍ ଉଦ୍ୟମ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ବ୍ୟାଙ୍କ୍‌ର କାନ୍ଥ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ଏହି ଘଟଣା ପୂରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

Advertisment

publive-imageଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଖୋଳତାଡ଼ କରୁଛି। ଘଟଣାସ୍ଥଳରୁ ହ୍ୟାଣ୍ଡ ଗ୍ଲୋବସ୍‌ ଓ ଶାବଳ ଆଦି ଜବତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବ୍ୟାଙ୍କ୍‌ରେ ଲାଗିଥିବା ସିସିଟିଭି କ୍ୟାମେରାକୁ ବି ଲୁଟେରା ନଷ୍ଟ କରିଦେଇଛନ୍ତି।

Advertisment
Advertisment