Advertisment

ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ

ଯାଜପୁର(ଗୁଲାମ ଗସ୍): ଏଟିଏମ୍‌କୁ ତାଡ଼ି ନେଇ ଗଲେ ଦୁର୍ବୃତ୍ତ। ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଅଞ୍ଚଳରେ ଏହି ଘଟଣା ଏବେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଚଣ୍ଡିଖୋଲ ନିକଟସ୍ଥ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଏଟିଏମ୍‌କୁ  ଦୁର୍ବୃତ୍ତ ତାଡ଼ି ନେଇଛନ୍ତି। ଆଜି ସକାଳେ ଏଟିଏମ୍ ମେସିନ୍ ନଥିବା ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ପୁଲିସ୍‌କୁ ଖବର ଦିଆଯାଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତେବେ ଏଟିଏମ୍‌ରେ କେତେ ଟଙ୍କା ଥିଲା, ତାହା ସ୍ପଷ୍ଟ ହୋଇନିା

ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ

ATM

Advertisment

ଯାଜପୁର(ଗୁଲାମ ଗସ୍): ଏଟିଏମ୍‌କୁ ତାଡ଼ି ନେଇ ଗଲେ ଦୁର୍ବୃତ୍ତ। ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଅଞ୍ଚଳରେ ଏହି ଘଟଣା ଏବେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଚଣ୍ଡିଖୋଲ ନିକଟସ୍ଥ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଏଟିଏମ୍‌କୁ  ଦୁର୍ବୃତ୍ତ ତାଡ଼ି ନେଇଛନ୍ତି।

Advertisment

ଆଜି ସକାଳେ ଏଟିଏମ୍ ମେସିନ୍ ନଥିବା ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ପୁଲିସ୍‌କୁ ଖବର ଦିଆଯାଇଥିଲା।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତେବେ ଏଟିଏମ୍‌ରେ କେତେ ଟଙ୍କା ଥିଲା, ତାହା ସ୍ପଷ୍ଟ ହୋଇନିା

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ