Advertisment

ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ନୟାଗଡ଼(ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ତିମିରିଆ ଗାଁରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତି ଗତକାଲି ବିଳମ୍ୱିତ ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। କିଛି ଦୁର୍ବୃତ୍ତ ମଦ୍ୟପାନ କରି ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ଦେଇଥିବା ଲୋକେ କହିଛନ୍ତି। ଏହି ଘଟଣାକୁ ନେଇ ତିମିରିଆ ଗାଁରେ ଉତ୍ତେଜନା ଦେଖାଦେଇଛି। ତେବେ ଏନେଇ ଗାଁ ଲୋକେ ରଣପୁର ଥାନାରେ ଏତଲା ଦେଇଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

author-image
Jyotsnamayee Pradhan
ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

gandhi

ନୟାଗଡ଼(ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ତିମିରିଆ ଗାଁରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତି ଗତକାଲି ବିଳମ୍ୱିତ ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି।

Advertisment

କିଛି ଦୁର୍ବୃତ୍ତ ମଦ୍ୟପାନ କରି ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ଦେଇଥିବା ଲୋକେ କହିଛନ୍ତି।

ଏହି ଘଟଣାକୁ ନେଇ ତିମିରିଆ ଗାଁରେ ଉତ୍ତେଜନା ଦେଖାଦେଇଛି। ତେବେ ଏନେଇ ଗାଁ ଲୋକେ ରଣପୁର ଥାନାରେ ଏତଲା ଦେଇଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Advertisment
Advertisment
Advertisment