gandhi
Advertisment
ନୟାଗଡ଼(ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ତିମିରିଆ ଗାଁରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତି ଗତକାଲି ବିଳମ୍ୱିତ ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି।
Advertisment
କିଛି ଦୁର୍ବୃତ୍ତ ମଦ୍ୟପାନ କରି ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ଦେଇଥିବା ଲୋକେ କହିଛନ୍ତି।
ଏହି ଘଟଣାକୁ ନେଇ ତିମିରିଆ ଗାଁରେ ଉତ୍ତେଜନା ଦେଖାଦେଇଛି। ତେବେ ଏନେଇ ଗାଁ ଲୋକେ ରଣପୁର ଥାନାରେ ଏତଲା ଦେଇଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/gandhi-1234_1626757123.jpg)