/odishatv-khabar/media/post_attachments/uploadimage/library/16_9/16_9_0/atm-1_1626339242.jpg)
atm
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଜେକେପୁର ସିଂହାଣିଆ ଛକରେ ଥିବା ଏସ୍ବିଆଇ ଏଟିଏମ୍ରୁ ଲୁଟ୍ ହୋଇଛି।
Advertisment
ଗତକାଲି ରାତିରେ ଜେକେପୁର ସିଂହାଣିଆ ଛକରେ ଥିବା ଏସ୍ବିଆଇ ଏଟିଏମ୍ ଭଙ୍ଗାରୁଜା କରି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ତେବେ କେତେ ଟଙ୍କା ଲୁଟ୍ ହୋଇଛି, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)