Advertisment

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଜେକେପୁର ସିଂହାଣିଆ ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଗତକାଲି ରାତିରେ ଜେକେପୁର ସିଂହାଣିଆ ଛକରେ ଥିବା ଏସ୍‌ବିଆଇ ଏଟିଏମ୍ ଭଙ୍ଗାରୁଜା କରି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ତେବେ କେତେ ଟଙ୍କା ଲୁଟ୍ ହୋଇଛି, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌

atm

Advertisment

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଜେକେପୁର ସିଂହାଣିଆ ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି।

Advertisment

ଗତକାଲି ରାତିରେ ଜେକେପୁର ସିଂହାଣିଆ ଛକରେ ଥିବା ଏସ୍‌ବିଆଇ ଏଟିଏମ୍ ଭଙ୍ଗାରୁଜା କରି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ତେବେ କେତେ ଟଙ୍କା ଲୁଟ୍ ହୋଇଛି, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ