Advertisment

Missing Man Found Dead: ସୋମବାର ନିଖୋଜ ହୋଇଥିଲେ, ଗୁରୁବାର ପୋଖରୀରେ ଭାସିଲା ମୃତଦେହ

୩ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ। ପୋଖରୀରେ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ଦଶପଲ୍ଲା ଥାନା ବାଟେଣୀ ଗାଁର ରବୀନ୍ଦ୍ର ପ୍ରଧାନ ସୋମବାର ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିନଥିଲେ।

DEAD BODY FOUND

DEAD BODY FOUND Photograph: (OTV)

Advertisment

୩ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ। ପୋଖରୀରେ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ଦଶପଲ୍ଲା ଥାନା ବାଟେଣୀ ଗାଁର ରବୀନ୍ଦ୍ର ପ୍ରଧାନ ସୋମବାର ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିନଥିଲେ।

Advertisment

ପରିବାର ଲୋକ ଏବଂ ଦମକଳ ବହିନୀ ପୋଖରୀରେ ଖୋଜା ଖୋଜି କରିବା ପରେ ମଧ୍ୟ କୌଣସି ପତ୍ତା ମିଳିନଥିଲା। ଆଜି ସକାଳୁ ରବୀନ୍ଦ୍ରଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି। 

Family Tragedy Daspalla Police Dead Body Found Missing
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ