asembly
Advertisment
ପୁରୀ: ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ପର୍ଯ୍ୟଟକଙ୍କ ଭାସିଯିବା ଘଟଣାର ୨୪ ଘଣ୍ଟା ପରେ ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ। ବ୍ଲୁ ଫ୍ଲାଗ୍ ବିଚ୍ରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତ ପର୍ଯ୍ୟଟକ ହେଲେ ୧୬ ବର୍ଷୀୟ ତାନିସ୍କ ବିନୟ। ଝାଡ଼ଖଣ୍ଡର ରାଞ୍ଚିର ଅଶୋକ ନଗରରେ ତାଙ୍କ ଘର।
Advertisment
ଗତକାଲି ଦିନ ୧୨ଟା ବେଳେ ବ୍ଲୁ ଫ୍ଲାଗ୍ ବିଚ୍ର ବଥିଂ ଜୋନ୍ରେ ସେ ତାଙ୍କ ପରିବାର ଲୋକଙ୍କ ସହ ଗାଧୋଉଥିବା ବେଳେ ନିଖୋଜ ହୋଇଯାଇଥିଲେ ବିନୟ। ପରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ଆଜି ତାଙ୍କର ମୃତଦେହ ଉଦ୍ଧାର ହୋଇଛି।
ଆହୁରି ପଢ଼ନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/asembly_1625176338.jpg)