Advertisment

Mission Shakti Women to Receive Smartphones: ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍; ପ୍ରଭାତୀ ପରିଡ଼ା

ନୂଆ ରୂପ ପାଇବ ମିଶନ ଶକ୍ତି; ବଦଳିବ ଡ୍ରେସ୍ କୋଡ୍। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍ ’। ‘ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍ ମିଳିବ’।

Mission Shakti Women to Receive Smartphones

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍; ପ୍ରଭାତୀ ପରିଡ଼ା Photograph: (OTV)

Advertisment

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍। ନୂଆ ରୂପ ପାଇବ ମିଶନ ଶକ୍ତି। ବଦଳିବ ଡ୍ରେସ୍ କୋଡ୍। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍। 

Advertisment

ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍ ମିଳିବ। ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀଙ୍କ ଏହି ବଡ଼ ଘୋଷଣା କରିଛନ୍ତି। ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ରହିବ ଓଡ଼ିଆ ଅସ୍ମିତାର ଝଲକ ବୋଲି କହିଛନ୍ତି ପ୍ରଭାତୀ ପରିଡା। 

ସେହିପରି କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ମିଳିବ ସ୍ମାର୍ଟ ଫୋନ। 46 ହଜାର କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ସ୍ମାର୍ଟ ଫୋନ ମିଳିବା ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ। ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀଙ୍କ ଏହି ବଡ଼ ଘୋଷଣା କରିଛନ୍ତି। ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢିରେ ରହିବ ଓଡ଼ିଆ ଅସ୍ମିତାର ଝଲକ ବୋଲି କହିଛନ୍ତି ପ୍ରଭାତୀ ପରିଡା। 

Advertisment

ସେହିପରି କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ମିଳିବ ସ୍ମାର୍ଟ ଫୋନ। ୪୬ ହଜାର କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ସ୍ମାର୍ଟ ଫୋନ ମିଳିବା ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ।

  • ନୂଆ ରୂପ ପାଇବ ମିଶନ ଶକ୍ତି; ବଦଳିବ ଡ୍ରେସ୍ କୋଡ୍
  • ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
  • ‘ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍ ’
  • ‘ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍ ମିଳିବ’
Advertisment
Women Empowerment Mission Shakti Odisha News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ