Advertisment

Mobile Phone In Shrimandir: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଗଲା କେମିତି?

ଶ୍ରୀମନ୍ଦିର ଆନନ୍ଦ ବଜାର ଭିତରେ ମୋବାଇଲ ଧରି ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପୁ ଥିବାର ଭିଡିଓ ଭାଇରାଲ୍ ହୋଇଛି । ତେବେ ସଂପୃକ୍ତ ବ୍ୟକ୍ତିଙ୍କ ଫଟୋ କିଏ ଉଠାଇଲା ତାହା ସ୍ପଷ୍ଟ ହୋଇନି।

Puri Temple

Puri Temple Photograph: (OTV)

Advertisment

ପୁଣି ଶ୍ରୀମନ୍ଦିର ଭିତରେ ଜଣେ ବ୍ୟକ୍ତି ମୋବାଇଲ ଧରି କଥା ହେଉଥିବାର ଭିଡିଓ ଭାଇରାଲ। ଶ୍ରୀମନ୍ଦିର ଆନନ୍ଦ ବଜାର ଭିତରେ ମୋବାଇଲ ଧରି ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପୁ ଥିବାର ଭିଡିଓ ଭାଇରାଲ୍ ହୋଇଛି ।

Advertisment

ତେବେ ସଂପୃକ୍ତ ବ୍ୟକ୍ତିଙ୍କ ଫଟୋ କିଏ ଉଠାଇଲା ତାହା ସ୍ପଷ୍ଟ ହୋଇନି। ଭିଜୁଆଲରୁ ଯାହା ସନ୍ଦେହ କରାଯାଉଛି, କେହି ବ୍ୟକ୍ତି ସିଂହଦ୍ବାର ସମ୍ମୁଖରୁ ମୋବାଇଲ ଦ୍ବାରା ଫୋଟୋ ଉଠାଇଛି । ତେବେ ଏନେଇ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି । 

ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍
ପୁଣି ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ ନେବା ଭିଡିଓ ଭାଇରାଲ
ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପିବାର ଭିଡିଓ ଭାଇରାଲ୍
ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ

Advertisment
Video Viral Mobile Phone Puri Shrimandir Puri Temple
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ