Advertisment

ପ୍ରଦୀପ୍ତ ନାଏକ, ରଘୁନାଥ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାଏକ। ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ବି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। କରୋନାରେ ଆକ୍ରାନ୍ତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ପତ୍ନୀ ପ୍ରମିଳା…

ପ୍ରଦୀପ୍ତ ନାଏକ, ରଘୁନାଥ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି

pmo

Advertisment

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାଏକ। ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ବି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। କରୋନାରେ ଆକ୍ରାନ୍ତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ପତ୍ନୀ ପ୍ରମିଳା ନାଏକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଫୋନରେ ପ୍ରମିଳାଙ୍କ ସହ କଥା ହୋଇ ପ୍ରଦୀପ୍ତଙ୍କ ସ୍ୱାସ୍ଥାବସ୍ଥା ପଚାରି ବୁଝିଛନ୍ତି। ସେ କିପରି ଅଛନ୍ତି ସେ ନେଇ କଥା ହୋଇଛନ୍ତି ମୋଦି।

Advertisment

ସେହିପରି ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରିବାରଲୋକଙ୍କ ସହ ବି କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ତାଙ୍କ ସ୍ବାସ୍ଥ୍ୟବସ୍ଥା ବି ପଚାରି ବୁଝିଛନ୍ତି।  ଉଭୟଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଗତକାଲି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ ଆଲୋଚନା କରାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ