/odishatv-khabar/media/post_attachments/uploadimage/library/16_9/16_9_0/sdee_1626692710.jpg)
sdee
ଭୁବନେଶ୍ୱର: ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ୍ ବାଜି ମାରି ନେଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ପରାସ୍ତ କରିଛନ୍ତି। ସେ ଦେବାଶିଷଙ୍କୁ ୩୭ ଶହରୁ ଅଧିକ ଭୋଟ୍ରେ ହରାଇଛନ୍ତି।
Advertisment
ନିର୍ବାଚନ କମିଶନଙ୍କ ୱେବ୍ସାଇଟ୍ରେ ଥିବା ସୂଚନା ଅନୁଯାୟୀ, ମୋକିମ୍ ୪୬,୨୦୭ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଦେବାଶିଷଙ୍କୁ ୪୨,୩୯୬ ଖଣ୍ଡ ଭୋଟ୍ ମିଳିଛି। ଅନ୍ୟପକ୍ଷରେ ବିଜେପିର ସମୀର ଦେ ୩୦,୭୧୧ ଖଣ୍ଡ ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)