Advertisment

ବାଜି ମାରିଲେ ମୋକିମ୍

ଭୁବନେଶ୍ୱର: ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ୍ ବାଜି ମାରି ନେଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ପରାସ୍ତ କରିଛନ୍ତି। ସେ ଦେବାଶିଷଙ୍କୁ ୩୭ ଶହରୁ ଅଧିକ ଭୋଟ୍‌ରେ ହରାଇଛନ୍ତି। ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ଥିବା ସୂଚନା ଅନୁଯାୟୀ, ମୋକିମ୍‌ ୪୬,୨୦୭ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଦେବାଶିଷଙ୍କୁ ୪୨,୩୯୬ ଖଣ୍ଡ ଭୋଟ୍ ମିଳିଛି। ଅନ୍ୟପକ୍ଷରେ ବିଜେପିର ସମୀର ଦେ ୩୦,୭୧୧ ଖଣ୍ଡ ଭୋଟ୍ ପାଇ ତୃତୀୟ […]

ବାଜି ମାରିଲେ ମୋକିମ୍

sdee

Advertisment

ଭୁବନେଶ୍ୱର: ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ୍ ବାଜି ମାରି ନେଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ପରାସ୍ତ କରିଛନ୍ତି। ସେ ଦେବାଶିଷଙ୍କୁ ୩୭ ଶହରୁ ଅଧିକ ଭୋଟ୍‌ରେ ହରାଇଛନ୍ତି।

Advertisment

ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ଥିବା ସୂଚନା ଅନୁଯାୟୀ, ମୋକିମ୍‌ ୪୬,୨୦୭ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଦେବାଶିଷଙ୍କୁ ୪୨,୩୯୬ ଖଣ୍ଡ ଭୋଟ୍ ମିଳିଛି। ଅନ୍ୟପକ୍ଷରେ ବିଜେପିର ସମୀର ଦେ ୩୦,୭୧୧ ଖଣ୍ଡ ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି।

Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ