/odishatv-khabar/media/post_attachments/uploadimage/library/16_9/16_9_0/monsoon_1625183732.jpg)
monsoon
ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରୁ ବିଦାୟ ନେଲା ମୌସୁମୀ। ୮ଟି ଜିଲ୍ଲା ସଂପୂର୍ଣ୍ଣ ଏବଂ ଆଉ ୮ ଜିଲ୍ଲାରୁ ମୌସୁମୀ ଆଂଶିକ ବିଦାୟ ନେଇଛି। ଏହା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା ଛାଡିଛି। ଫଳରେ ଆଜି ପାଗ ଅନୁକୂଳ ରହିଛି। ଆଗାମୀ ୨ ଦିନରେ ମୌସୁମୀ ପୂରା ଓଡ଼ିଶା ଛାଡ଼ିବ ବୋଲି ସୂଚନା ମିଳିଛି।
Advertisment
ଆସନ୍ତା ୨୮ ସୁଦ୍ଧା ସାରା ଦେଶରୁ ମୌସୁମୀ ବିଦାୟ ନେବା ବୋଲି ଆକଳନ କରାଯାଇଛି। ମୌସୁମୀ ବିଦାୟ ନେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଲଘୁଚାପ ପାଇଁ ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)