Advertisment

ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି। ଚଳିତ ଆର୍ଥିକ ବର୍ଷ ନିର୍ମାଣ ହୋଇଛି ୧ ଲକ୍ଷ ୧୪ ହଜାର ୬୪୪ ପକ୍କା ଘର। ଏହା ଗତ ଆର୍ଥିକ ବର୍ଷଠାରୁ ଦୁଇ ଗୁଣ ଅଧିକ। ୨୦୧୪-୧୫ରୁ ଏଯାଏଁ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କା ଘର ନିର୍ମାଣ ସରିଛି। ଶୀଘ୍ର ଘର ଶେଷ କରିବା ଲାଗି ୮୨୮ କୋଟିର ପ୍ରୋତ୍ସାହନ ରାଶି ଦିଆଯାଇଛି। ଶ୍ରୀଘ୍ର ଗୃହ ନିର୍ମାଣ […]

ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି

pratap

Advertisment

ଭୁବନେଶ୍ୱର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି। ଚଳିତ ଆର୍ଥିକ ବର୍ଷ ନିର୍ମାଣ ହୋଇଛି ୧ ଲକ୍ଷ ୧୪ ହଜାର ୬୪୪ ପକ୍କା ଘର। ଏହା ଗତ ଆର୍ଥିକ ବର୍ଷଠାରୁ ଦୁଇ ଗୁଣ ଅଧିକ।

Advertisment

୨୦୧୪-୧୫ରୁ ଏଯାଏଁ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କା ଘର ନିର୍ମାଣ ସରିଛି। ଶୀଘ୍ର ଘର ଶେଷ କରିବା ଲାଗି ୮୨୮ କୋଟିର ପ୍ରୋତ୍ସାହନ ରାଶି ଦିଆଯାଇଛି। ଶ୍ରୀଘ୍ର ଗୃହ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ବିଜୁ ପକ୍କା ଘର ଯୋଜନାରୁ ହିତାଧିକାରୀମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରୁଛନ୍ତି।

୪ ମାସରେ ଗୃହ ନିର୍ମାଣ କରିଥିବା ବ୍ୟକ୍ତିଙ୍କୁ ୨୦ ହଜାର ଏବଂ ୬ ମାସରେ ଗୃହ ନିର୍ମାଣ କରିଥିବା ବ୍ୟକ୍ତିଙ୍କୁ ୧୦ ହଜାର ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯାଇଥିବା ନେଇ ସୂଚନା ଦେଲେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ