Advertisment

ପାଣି ଗରମ କରୁଥିଲେ, ଚାଲିଗଲା ମା’-ଝିଅଙ୍କ ଜୀବନ

ରାୟଗଡ଼ା: ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା‘ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଶୀତଦିନ ହୋଇଥିବାରୁ ପାଣି ଗରମ କରିବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

author-image
Minati Mishra
ପାଣି ଗରମ କରୁଥିଲେ, ଚାଲିଗଲା ମା’-ଝିଅଙ୍କ ଜୀବନ

death-1

ରାୟଗଡ଼ା: ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା‘ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି ।

Advertisment

ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

ଶୀତଦିନ ହୋଇଥିବାରୁ ପାଣି ଗରମ କରିବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Advertisment
Advertisment
Advertisment