Advertisment

ଏଲ୍‌ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବୋଲାଣିପସି-କଣ୍ଟିଆପୋଡ଼ା ରାସ୍ତାରେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ନାଁ ଭୀମସେନ ମହାନ୍ତ। ଗତକାଲି ଦିନ ୩ଟା ବେଳେ ଭୀମସେନ ସାହାରାପୋଡ଼ାର ଦିଗପସିରୁ କେନ୍ଦୁଝର ଯିବାବେଳେ ୨ ଜଣ ଦୁର୍ବୃତ୍ତ ପଲସର ବାଇକ୍‌ରେ ଆସି ତାଙ୍କୁ ଠେଲି ଦେଇଥିଲେ। ଏହାସହ ବ୍ଲେଡ୍‌ ମଧ୍ୟ ମାରି ଦେଇଥିଲେ। ତେବେ ଭୀମସେନ ହେଲ୍‌ମେଟ୍‌ ମାଧ୍ୟମରେ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ୨ ଦୁର୍ବୃତ୍ତ ତାଙ୍କ ପର୍ସ ଓ ଟଙ୍କା ବ୍ୟାଗ୍‌ ନେଇଯାଇଥିଲେ। ପର୍ସରେ ୫ ହଜାର ଓ ବ୍ୟାଗରେ ଥିବା […]

ଏଲ୍‌ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ

attack

Advertisment

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବୋଲାଣିପସି-କଣ୍ଟିଆପୋଡ଼ା ରାସ୍ତାରେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ନାଁ ଭୀମସେନ ମହାନ୍ତ।

Advertisment

ଗତକାଲି ଦିନ ୩ଟା ବେଳେ ଭୀମସେନ ସାହାରାପୋଡ଼ାର ଦିଗପସିରୁ କେନ୍ଦୁଝର ଯିବାବେଳେ ୨ ଜଣ ଦୁର୍ବୃତ୍ତ ପଲସର ବାଇକ୍‌ରେ ଆସି ତାଙ୍କୁ ଠେଲି ଦେଇଥିଲେ। ଏହାସହ ବ୍ଲେଡ୍‌ ମଧ୍ୟ ମାରି ଦେଇଥିଲେ।

ତେବେ ଭୀମସେନ ହେଲ୍‌ମେଟ୍‌ ମାଧ୍ୟମରେ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ୨ ଦୁର୍ବୃତ୍ତ ତାଙ୍କ ପର୍ସ ଓ ଟଙ୍କା ବ୍ୟାଗ୍‌ ନେଇଯାଇଥିଲେ।

Advertisment

ପର୍ସରେ ୫ ହଜାର ଓ ବ୍ୟାଗରେ ଥିବା ୧୮ ହଜାର ଟଙ୍କା ଲୁଟ୍ ହୋଇଥିବା ଭୀମସେନ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ