• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Nabarangpur

Today Heavy Rain Alert To 8 Districts Of Odisha
ଖୁବ୍‌ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ ! ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।

Sarapancha House
୨୧ ବର୍ଷ ରାଜନୀତି କଲେଣି : ଘର ଖଣ୍ଡିଏ କି ପାଇଖାନାଟିଏ କରିନାହାନ୍ତି

୨୧ ବର୍ଷର ରାଜନୈତିକ ଜୀବନ । ନିଜ ପାଇଁ ଘର ଖଣ୍ଡିଏ କରିନାହାନ୍ତି କି ପାଇଖାନାଟିଏ କରିନାହାନ୍ତି । ବଡ଼ କଷ୍ଟରେ ଘରଟିଏ କଲେ ଯେ ପ୍ଲାଷ୍ଟର ବି କରିହେଉନି...ଆବାସ ପାଇଁ ଯୋଗ୍ୟ ବିବେଚିତ ହେବା ପରେ ବି ନିଜ ଘରକୁ ଦେଇଦେଲେ ଅନ୍ୟକୁ । ଲୋକେ କହୁଛନ୍ତି ଏମିତି ସରପଂଚ ଥିଲେ ଆଉ କିଛି ଲୋଡା ନାହିଁ

jojanara Na hariloot
ଭଙ୍ଗା ଦଦରା ଘରେ ଗରିବ ମଳିମୁଣ୍ଡିଆ, ହିତାଧିକାରୀଙ୍କ ଅଜାଣତରେ ଆବାସ ଟଙ୍କା ଆତ୍ମସାତ

ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକରେ ଘର ଘୋଟାଲା।  ଜୋଡିଙ୍ଗା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ବଡ଼ ଦୁର୍ନୀତି ହୋଇଛି

turtle
ଚୋରା ଚାଲାଣ ବେଳେ ୯୨ଟି ଜୀବନ୍ତ କଇଁଛ ଉଦ୍ଧାର, ୩ ଅଭିଯୁକ୍ତଙ୍କୁ ମଧ୍ୟରୁ ୨ ଗିରଫ

ଜୀବନ୍ତ କଇଁଛ ଚୋରାଚାଲାଣ ରାକେଟର ପର୍ଦ୍ଦାଫାସ । କଳାହାଣ୍ଡିରୁ ଲମ୍ବିଥିବା ରାକେଟର ଖୁଲାସା କଲା ପୋଲିସ ।

Youth testifies
ବାପାଙ୍କ ପାପକର୍ମର ଗୁମର ଖୋଲିଲା ପୁଅ, ଜଜ୍‌ଙ୍କ ସାମ୍ନାରେ ସବୁ ସତ ଓଗାଳିଦେଲା

ଜେଜେ ମାଆଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲା ବାପା । ସବୁ ଦେଖିଥିଲା ପୁଅ...ପୋଲିସକୁ ଫୋନ୍‌ କଲା, ସବୁ ସତ ଓଗାଳି ଦେଲା । ଏବେ କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ସାକ୍ଷୀ ଦେବା ପରେ ବାପାକୁ ୧୦ ବର୍ଷ ହେଲା ଦଣ୍ଡାଦେଶ।

Amala Sangha
ସରକାରୀ ଦପ୍ତର ଶୂନଶାନ୍, ଧାରଣାରେ ରାଜ୍ୟବ୍ୟାପୀ ଅମଲା

ଗ୍ରେଡ୍ ପେ ବୃଦ୍ଧି ଦାବିରେ ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୁହ ଛୁଟିରେ ରାଜ୍ୟ ଅମଲା ମଞ୍ଚ...୩୦ ଜିଲ୍ଲାର ସରକାରୀ ଦପ୍ତରରେ କାମ ଠପ୍, ଧାରଣାରେ ୫୦ ହଜାର ଅମଲା...ସରକାର ଆଲୋଚନାକୁ ଆସୁନଥିବାରୁ ଆଗକୁ ଆନ୍ଦୋଳନ ଉଗ୍ର ହେବା ଆଶଙ୍କା...

Savitri Brata
ସ୍ୱାମୀ ପର କରିଦେଉ...ପିଣ୍ଡରେ ପ୍ରାଣ ଥିବା ଯାଏଁ ଆମେ କରୁଥିବୁ ସାବିତ୍ରୀ

ସ୍ୱାମୀ ପର କରିଦେଉ...ଆମକୁ ନପଚାରୁ...ଆମେ ତାଙ୍କୁ କେବେ ଭୁଲିପାରିବୁନି । ପିଣ୍ଡରେ ପ୍ରାଣ ଥିବା ଯାଏଁ ଆମେ କରୁଥିବୁ ସାବିତ୍ରୀ

 MUKTA yojana
କୋଟି କୋଟି ଟଙ୍କା ଆତ୍ମସାତ୍‌ ଅଭିଯୋଗ : ୧୦୦ ପ୍ରକଳ୍ପ କରି କାଗଜପତ୍ରରେ ଦେଖାଇଲେ୨୯୬ !

କେବଳ ଗୋଟିଏ ପ୍ରକଳ୍ପ ନୁହେଁ, ନବରଙ୍ଗପୁର ପୌର ପରିଷଦରେ ଏପରି ଅନେକ ପ୍ରକଳ୍ପ ନିଖୋଜ ଅବସ୍ଥାରେ ରହିଛି । ସ୍ଥାନୀୟ ଦଶହରା ପଦାସାହି ଓ ମହିଳା ମହାବିଦ୍ୟାଳୟ ନିକଟ ଶ୍ମଶାନ ଘାଟରେ ନିର୍ମାଣ ହୋଇଥିବା ବର୍ଷାଜଳ ଅମଳପ୍ରକଳ୍ପର ଅବସ୍ଥା ନକହିଲେ ଭଲ।

Nabarangpur locals lock school over irregularities in purchase of equipment
ରାଜ୍ୟ ସରକାରଙ୍କ ଚୂନବୋଳା 5T ସ୍କୁଲ: ବାହାରେ ଚକ୍ ଚକ୍ , ଭିତରେ ଫମ୍ପା

ଖାଲି ଗୋଟିଏ କି ଦୁଇଟି ସ୍ଥାନରେ ନୁହେଁ, ରାଜ୍ୟର ଏକାଧିକ ହାଇସ୍କୁଲରେ ଏବେ ସମାନ ଅବସ୍ଥା। ସରକାରଙ୍କ 5T ସ୍କୁଲର ବିକଳ ଚିତ୍ର ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହେବ।

Train manager Sasmita Sarkar
ଟ୍ରେନ୍ ମ୍ୟାନେଜର ସସ୍ମିତା ସରକାରଙ୍କ ସଂଘର୍ଷମୟ କାହାଣୀ, ଆପଣଙ୍କୁ ଦେବ ପ୍ରେରଣା...

ଭାରତୀୟ ସ୍ଥଳସେନାଠାରୁ ଆରମ୍ଭ କରି ବାୟୁସେନା ଓ ନୌସେନାରେ ମଧ୍ୟ ମହିଳାମାନେ କାମ କଲେଣି । ଯାହା ଆପଣ ପୂର୍ବରୁ ଜାଣି ସାରିଛନ୍ତି ।

Chhattisgarh Naxal attack
ଛତିଶଗଡ଼ରେ ମାଓ ହମଲା ପରେ ଓଡ଼ିଶାର ସବୁ ସୀମାନ୍ତ ଜିଲ୍ଲାରେ ହାଇଆଲର୍ଟ

ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥା’ନ୍ତି । ତେଣୁ ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନଆସିବେ ସେନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି ।

Thousands of trees felled
ରାସ୍ତା ନାଁରେ ଗଛ କାଟିଦେଲେ : କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନ କୁନ୍ଥୁକୁନ୍ଥୁ

ରାସ୍ତା ପ୍ରଶସ୍ତିକରଣ ନାଁରେ ଭୟଙ୍କର ଦୁର୍ନୀତି । ୪୫୦ ବଦଳରେ କାଟିଦେଲେ ହଜାର ହଜାର ଗଛ । ବନ ବିଭାଗ କହୁଛି ପୂର୍ତ୍ତ ବିଭାଗର ଦୋଷ, ପୂର୍ତ୍ତ ବିଭାଗ କହୁଛି ସେ ବିଭାଗର ଦୋଷ

Odisha Weather News
୪ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ଦିଆଗଲା ସତର୍କବାଣୀ

ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।

contraceptives seized from Mao camp
ସୀମାରେ ରେଡ୍ ବେଳେ ଲାଲବାହିନୀ ଶିବିରରୁ ମିଳିଲା କଣ୍ଡୋମ, ଗର୍ଭ ପରୀକ୍ଷା କିଟ୍

ନକ୍ସଲ କ୍ୟାମ୍ପରେ ଯୌନଜୀବନର ଏପରି ସାମଗ୍ରୀର କାମ କଣ ? ନବରଙ୍ଗପୁର ଏସ୍ପି ଏସ୍. ସୁଶ୍ରୀ କହିଛନ୍ତି, କଣ୍ଡୋମ, ପ୍ରେଗନାନସି କିଟ୍ ମିଳିଥିବାରୁ ଜଣାପଡୁଛି ଲାଲ୍ କ୍ୟାଂପରେ ମାଓବାଦୀମାନେ ମହିଳା ଓ ଯୁବତୀଙ୍କୁ ଯୌନ ଶୋଷଣ କରୁଛନ୍ତି।

Nabarangpur SP
‘ଯୌନ ନିର୍ଯାତନା ଦେଉଛନ୍ତି ନକ୍ସଲ୍‌’

ପ୍ରେସମିଟରେ ନବରଙ୍ଗପୁର ଏସପି ଏସ.ସୁଶ୍ରୀଙ୍କ ବଡ଼ ବୟାନ

Naxal Attack In Chhattisgarh High Alert To 3 Districts Of Odisha
ଛତିଶଗଡ଼ରେ ରକ୍ତର ହୋଲି ଖେଳିଲେ ନକ୍ସଲ, ହାଇ ଆଲର୍ଟରେ ଓଡ଼ିଶାର ୩ ଜିଲ୍ଲା...

ଦୁଇ ବର୍ଷ ପରେ ନକ୍ସଲମାନେ ଛତିଶଗଡ଼ରେ ପୁଣି ରକ୍ତର ହୋଲି ଖେଳିଛନ୍ତି। IED ବିସ୍ପୋରଣ କରି ନେଇଛନ୍ତି ୧୧ ଜଣଙ୍କ ଜୀବନ। ଘଟଣା ପରେ ଛତିଶଗଡ ସୀମାନ୍ତ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇ ଆଲର୍ଟ ଜାରି ହୋଇଛି।

Hailstorm
ନବରଙ୍ଗପୁରରେ କାଶ୍ମୀରର ଭ୍ରମ . .ଚାରିଆଡ଼େ ବରଫର ଚାଦର

ଚାଷ ଜମିରେ ବି ବରଫ ଜମି ରହିଥିବାରୁ ଫସଲ ନଷ୍ଟ ହେବାର ଆଶଙ୍କା ଉପୁଜିଛି ।

Pension problem
ଆଖି ବୁଜିଦେଇଛି କି ଜିଲ୍ଲା ପ୍ରଶାସନ ? ଭତ୍ତା ପାଇଁ ଏ କି ଦହଗଞ୍ଜ !

କେବଳ ଗଙ୍ଗା, ରଙ୍ଗା କି ହଳଧରଙ୍କ କାହାଣୀ ନୁହେଁ । ଏକମାଣିଆ ପଞ୍ଚାୟତର ୫୦ରୁ ଅଧିକ ବୃଦ୍ଧ ହିତାଧିକାରୀଙ୍କ ଅବସ୍ଥା ଏଭଳି । ଆକାଉଣ୍ଟକୁ ଆସିଥିବା ଭତ୍ତା ଟଙ୍କା ଉଠାଣ ପାଇଁ ମାସ ପୂରିଲେ ବିପଦଜନକ ଯାତ୍ରା କରିବାକୁ ପଡ଼େ ଏମାଣିଆ, ନଳପହି ଓ ଦକ୍ଷିଣଦିଆ ଲୋକଙ୍କୁ । କାରଣ ପଞ୍ଚାୟତକୁ ୪ପଟୁ ଘେରିରହିଛି ବ୍ରାହ୍ମଣୀ ଓ ଖରସ୍ରୋତା ନଦୀ ।

Rainfall Alert
ତାତିରୁ ମିଳିବ ନିସ୍ତାର; ୨୭ ଯାଏଁ କାଳବୈଶାଖୀ ବର୍ଷା !

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।

5T School
ପଦାରେ ପଡ଼ିଲା 5T ସ୍କୁଲ୍‌ର ଅସଲ ଚେହେରା; ୩୫ ପିଲାଙ୍କ ପାଇଁ ଖର୍ଚ୍ଚ ହେଉଛି ଲକ୍ଷ ଲକ୍ଷ ଟଙ୍କା!

ସ୍କୁଲରେ ପିଲା ନାହାଁନ୍ତି, ହେଲେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ରୂପାନ୍ତରୀକରଣ ହେଉଛି । ଆଉ ନୂଆ ରୂପ ପାଉ ପାଉ କମ୍ ଉପସ୍ଥାନ ଦର୍ଶାଇ ସ୍କୁଲକୁ ବନ୍ଦ କରାଯାଉଛି । ସରକାରୀ ତହବିଲରୁ ଏମିତି ଚାଲିଛି ଅର୍ଥ ଶ୍ରାଦ୍ଧ ।

Rainfall Alert For Various Districts Of Odisha
ତାତିରେ ସଡନ୍ ବ୍ରେକ୍: ୨୨ ଓ ୨୩ରେ କାଳବୈଶାଖୀ ସମ୍ଭାବନା, ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ତାତିରେ ସଡନ୍ ବ୍ରେକ୍। ହାଲୁକା ବର୍ଷା, ଥଣ୍ଡା ପବନ ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି।

SBI reacts after FM Sitharaman's tweet
ପେନସନ୍‌ ପାଇଁ ବୃଦ୍ଧାଙ୍କ ସଂଘର୍ଷ; SBIକୁ ପ୍ରଶ୍ନକଲେ ସୀତାରମଣ

ନିକଟରେ ପେନସନ ଆଣିବା ପାଇଁ ଚୌକିକୁ ଆଶା ବାଡ଼ି ପରି ସାହାରାକରି କୋଷେ ବାଟ ପାଦରେ ଚାଲି ଚାଲି ଯାଇଥିଲେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବାଣୁଆଗୁଡା ଗ୍ରାମର ସୂର୍ଯ୍ୟ ହରିଜନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ତାତିରେ ଖାଲିପାଦରେ ଧୀରେ ଧୀରେ ଆଗକୁ ବଢୁଥିଲେ ୭୦ ବର୍ଷୀୟ ବୃଦ୍ଧା ।

Bear Attack
ସଫା ହେଉଛି ଜଙ୍ଗଲ : ମଣିଷ-ଭାଲୁ ଭିତରେ ଚାଲିଛି ଲଢ଼େଇ

ଲୋକେ ଘର ଲାଗି ଆନ୍ଦୋଳନ କଲେ, ସରକାର ଜମି ପଟ୍ଟା ଦେଲେ । ହେଲେ ଥରେ ବି ବନ୍ୟଜନ୍ତୁଙ୍କ କଥା ଚିନ୍ତା କଲେ ନାହିଁ । ପଟ୍ଟା ପାଇବା ପରେ ଜଙ୍ଗଲ ସଫା କରି ଘର ତୋଳିବାରେ ବ୍ୟସ୍ତ ରହିଲା ମଣିଷ । ଥରେ ବି ଚିନ୍ତା କଲାନି ଜଙ୍ଗଲ ସଫା ହେଲେ ବାଘ, ଭାଲୁ ଓ ହାତୀ ରହିବେ କେଉଁଠି? ନିଜ ଆଖି ସାମ୍ନାରେ ଜଙ୍ଗଲ ସଫା ହେଉଥିବାରୁ ଖାଦ୍ୟ ଅନ୍ୱେଷଣରେ ଗାଁ ମୁହାଁ ଜୀବଜନ୍ତୁ।

Rainfall Likely In Odisha Yellow Warning Issued For Various Districts
ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ, ଏହି ୩ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

ଆସନ୍ତାକାଲିଠୁ ଗୁରୁଚାପ ବଳୟ ପ୍ରଭାବ ପରେ ତାତି କମିବା ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୧, ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। 

VHP Protest
ଆସନ୍ତାକାଲି ରାଜ୍ୟର ୧୪ ଜିଲ୍ଲାରେ VHPର ବନ୍ଦ ଡାକରା

ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।