ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି।
ଭାରତମାଳା ପ୍ରକଳ୍ପ ଆଳରେ କୋଟି କୋଟି ଟଙ୍କାର ପଥର ଲୁଟୁଛି କମ୍ପାନୀ । ଦିନ ଦ୍ୱିପ୍ରହରରେ ସ୍ଥାନୀୟ ଲୋକଙ୍କୁ ଡରାଇ ଧମକାଇ, ଜିଲ୍ଲା ପ୍ରଶାସନର ହାତବାରିସି ସାଜି କମ୍ପାନୀ ଜଙ୍ଗଲ ଜମିରେ ବେଆଇନ୍ ଭାବେ ବେଧଡକ୍ ଚଳାଇଛି ପଥର ବ୍ଲାଷ୍ଟିଂ।
5T ଅଧୀନରେ ଚାଲିଥିବା କାମ ନିମ୍ନ ମାନର ହେଉଥିବା ଅଭିଯୋଗ କରି ବୈଠକ ଅଧାରୁ ଉଠି ଚାଲିଯାଇଥିଲେ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ।
୩ କୋଟିରୁ ଅଧିକ ଟଙ୍କା ଓ ଭୁବନେଶ୍ୱରରେ ଠାବ ହୋଇଛି ବିଲ୍ଡିଂ । ତାହା ସହ ୫ଟି ପ୍ଲଟ, ୨ଟି ଦାମୀ କାର୍ ମଧ୍ୟ ଠାବ କରାଯାଇଥିବା ସୂଚନା ଦେଇଛି ଭିଜିଲାନ୍ସ ।
ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପି ସୁଧାଂଶୁ ଶେଖର ପୂଜାରୀଙ୍କ ନେତୃତ୍ୱରେ ଦୁଇଟି ଟିମ୍ ପହଞ୍ଚିଛନ୍ତି । ଗୋଟିଏ ଭୁବନେଶ୍ୱରରୁ ଏବଂ ଅନ୍ୟଟି ନବରଙ୍ଗୁପରରେ ଚଢାଉରେ ସାମିଲ ଥିଲେ । ଦୁଇ ଟିମ ସୁନ୍ଦରଗଡରେ ପହଞ୍ଚିବା ପରେ ଚାଲିଛି ହିସାବନିକାଶ ।
ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରୁ ୩ କୋଟିର କ୍ୟାସ୍ । ଭୁବନେଶ୍ୱରରେ ପଡ଼ୋଶୀଙ୍କ ଛାତରୁ ମିଳିଲା ପେଟି ପେଟି ଟଙ୍କା ।
ପଡ଼ୋଶୀଙ୍କ ଘର ଛାତରୁ ୫୦୦ ଟଙ୍କିଆ ଭର୍ତ୍ତି ୬ଟି ପେଟି ଜବତ ହୋଇଛି। ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ପଡ଼ୋଶୀଙ୍କ ଛାତରୁ ଏହିସବୁ ଟଙ୍କା ଜବତ ହୋଇଛି।
ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛନ୍ତି। ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି।
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।
୨୧ ବର୍ଷର ରାଜନୈତିକ ଜୀବନ । ନିଜ ପାଇଁ ଘର ଖଣ୍ଡିଏ କରିନାହାନ୍ତି କି ପାଇଖାନାଟିଏ କରିନାହାନ୍ତି । ବଡ଼ କଷ୍ଟରେ ଘରଟିଏ କଲେ ଯେ ପ୍ଲାଷ୍ଟର ବି କରିହେଉନି...ଆବାସ ପାଇଁ ଯୋଗ୍ୟ ବିବେଚିତ ହେବା ପରେ ବି ନିଜ ଘରକୁ ଦେଇଦେଲେ ଅନ୍ୟକୁ । ଲୋକେ କହୁଛନ୍ତି ଏମିତି ସରପଂଚ ଥିଲେ ଆଉ କିଛି ଲୋଡା ନାହିଁ
ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକରେ ଘର ଘୋଟାଲା। ଜୋଡିଙ୍ଗା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ବଡ଼ ଦୁର୍ନୀତି ହୋଇଛି
ଜୀବନ୍ତ କଇଁଛ ଚୋରାଚାଲାଣ ରାକେଟର ପର୍ଦ୍ଦାଫାସ । କଳାହାଣ୍ଡିରୁ ଲମ୍ବିଥିବା ରାକେଟର ଖୁଲାସା କଲା ପୋଲିସ ।
ଜେଜେ ମାଆଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲା ବାପା । ସବୁ ଦେଖିଥିଲା ପୁଅ...ପୋଲିସକୁ ଫୋନ୍ କଲା, ସବୁ ସତ ଓଗାଳି ଦେଲା । ଏବେ କୋର୍ଟରେ ଜଜ୍ଙ୍କ ସାମ୍ନାରେ ସାକ୍ଷୀ ଦେବା ପରେ ବାପାକୁ ୧୦ ବର୍ଷ ହେଲା ଦଣ୍ଡାଦେଶ।
ଗ୍ରେଡ୍ ପେ ବୃଦ୍ଧି ଦାବିରେ ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୁହ ଛୁଟିରେ ରାଜ୍ୟ ଅମଲା ମଞ୍ଚ...୩୦ ଜିଲ୍ଲାର ସରକାରୀ ଦପ୍ତରରେ କାମ ଠପ୍, ଧାରଣାରେ ୫୦ ହଜାର ଅମଲା...ସରକାର ଆଲୋଚନାକୁ ଆସୁନଥିବାରୁ ଆଗକୁ ଆନ୍ଦୋଳନ ଉଗ୍ର ହେବା ଆଶଙ୍କା...
ସ୍ୱାମୀ ପର କରିଦେଉ...ଆମକୁ ନପଚାରୁ...ଆମେ ତାଙ୍କୁ କେବେ ଭୁଲିପାରିବୁନି । ପିଣ୍ଡରେ ପ୍ରାଣ ଥିବା ଯାଏଁ ଆମେ କରୁଥିବୁ ସାବିତ୍ରୀ
କେବଳ ଗୋଟିଏ ପ୍ରକଳ୍ପ ନୁହେଁ, ନବରଙ୍ଗପୁର ପୌର ପରିଷଦରେ ଏପରି ଅନେକ ପ୍ରକଳ୍ପ ନିଖୋଜ ଅବସ୍ଥାରେ ରହିଛି । ସ୍ଥାନୀୟ ଦଶହରା ପଦାସାହି ଓ ମହିଳା ମହାବିଦ୍ୟାଳୟ ନିକଟ ଶ୍ମଶାନ ଘାଟରେ ନିର୍ମାଣ ହୋଇଥିବା ବର୍ଷାଜଳ ଅମଳପ୍ରକଳ୍ପର ଅବସ୍ଥା ନକହିଲେ ଭଲ।
ଖାଲି ଗୋଟିଏ କି ଦୁଇଟି ସ୍ଥାନରେ ନୁହେଁ, ରାଜ୍ୟର ଏକାଧିକ ହାଇସ୍କୁଲରେ ଏବେ ସମାନ ଅବସ୍ଥା। ସରକାରଙ୍କ 5T ସ୍କୁଲର ବିକଳ ଚିତ୍ର ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହେବ।
ଭାରତୀୟ ସ୍ଥଳସେନାଠାରୁ ଆରମ୍ଭ କରି ବାୟୁସେନା ଓ ନୌସେନାରେ ମଧ୍ୟ ମହିଳାମାନେ କାମ କଲେଣି । ଯାହା ଆପଣ ପୂର୍ବରୁ ଜାଣି ସାରିଛନ୍ତି ।
ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥା’ନ୍ତି । ତେଣୁ ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନଆସିବେ ସେନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି ।
ରାସ୍ତା ପ୍ରଶସ୍ତିକରଣ ନାଁରେ ଭୟଙ୍କର ଦୁର୍ନୀତି । ୪୫୦ ବଦଳରେ କାଟିଦେଲେ ହଜାର ହଜାର ଗଛ । ବନ ବିଭାଗ କହୁଛି ପୂର୍ତ୍ତ ବିଭାଗର ଦୋଷ, ପୂର୍ତ୍ତ ବିଭାଗ କହୁଛି ସେ ବିଭାଗର ଦୋଷ
ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।
ନକ୍ସଲ କ୍ୟାମ୍ପରେ ଯୌନଜୀବନର ଏପରି ସାମଗ୍ରୀର କାମ କଣ ? ନବରଙ୍ଗପୁର ଏସ୍ପି ଏସ୍. ସୁଶ୍ରୀ କହିଛନ୍ତି, କଣ୍ଡୋମ, ପ୍ରେଗନାନସି କିଟ୍ ମିଳିଥିବାରୁ ଜଣାପଡୁଛି ଲାଲ୍ କ୍ୟାଂପରେ ମାଓବାଦୀମାନେ ମହିଳା ଓ ଯୁବତୀଙ୍କୁ ଯୌନ ଶୋଷଣ କରୁଛନ୍ତି।
ଦୁଇ ବର୍ଷ ପରେ ନକ୍ସଲମାନେ ଛତିଶଗଡ଼ରେ ପୁଣି ରକ୍ତର ହୋଲି ଖେଳିଛନ୍ତି। IED ବିସ୍ପୋରଣ କରି ନେଇଛନ୍ତି ୧୧ ଜଣଙ୍କ ଜୀବନ। ଘଟଣା ପରେ ଛତିଶଗଡ ସୀମାନ୍ତ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇ ଆଲର୍ଟ ଜାରି ହୋଇଛି।
ଚାଷ ଜମିରେ ବି ବରଫ ଜମି ରହିଥିବାରୁ ଫସଲ ନଷ୍ଟ ହେବାର ଆଶଙ୍କା ଉପୁଜିଛି ।