ନବରଙ୍ଗପୁର, ବ୍ରହ୍ମପୁର, ବାରିପଦା... ସବୁଠି ରାଜନାଥଙ୍କ ସେଇ ଗୋଟିଏ ହୁଂକାର... ଗୋଟିଏ ଦମ୍ଭୋକ୍ତି... 'ଓଡ଼ିଶାରେ ଏଥର ବନିବ ଡବଲ୍ ଇଞ୍ଜିନ ସରକାର'।
ରାଜନାଥ କହିଛନ୍ତି ଯେ, ସେତେବେଳେ ଆତଙ୍କବାଦ, ନକ୍ସଲବାଦ ଓ ଆତଙ୍କ ସବୁବେଳେ ଲାଗି ରହିଥିଲା । ଆଜି ଆତଙ୍କବାଦ କେଉଁଠି ରହିଛି, ଆପଣମାନେ ଜାଣିଛନ୍ତି । ପୁଲୱାମା ଘଟଣା ପରେ ମୁହଁତୋଡ଼ ଜବାବ ଦିଆଯାଇଛି ।
ଦିନିକିଆ ଓଡ଼ିଶା ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସିବା ସହ ପ୍ରଥମେ ବିଜେପି କୋର କମିଟି ବୈଠକରେ ଯୋଗଦେଇଛନ୍ତି ।
ନବରଙ୍ଗପୁର ଜିଲ୍ଲାର ଝରୀଗାଁ ବିଧାନସଭା ନିର୍ବାଚନମଣ୍ଡଳୀ । ଉପାନ୍ତ, ସୀମାନ୍ତ ଆଉ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେଲେ ବି ଏଠି ରାଜନୀତିର ଗୋଟି ଚାଳନା କିନ୍ତ ତୀର୍ଯକ । ୨୦୦୯ରୁ ଏ ନିର୍ବାଚନମଣ୍ଡଳୀ ଗଠନ ହେବା ପରଠୁ ଏଠାରେ କ୍ରମାଗତ ଭାବେ ଜିତି ଆସୁଛି ବିଜେଡି ।
ପ୍ରଥମେ ଲୋକମାନେ ଅଫିସ୍ ଘେରାଉ କରିବା ପରେ ସାଙ୍ଗରେ ଚିକିତ୍ସା ପାଇଁ ଆଣିଥିବା ଗୃହପାଳିତ ପଶୁଙ୍କୁ ସେଠି ବାନ୍ଧିଛନ୍ତି । ପ୍ରାଣୀ ଚିକିତ୍ସକ ୪ ଦଫା ଦାବିରେ ଆନ୍ଦୋଳନ କରୁଥିବାରୁ ରାଜ୍ୟରେ ପ୍ରାଣୀ ଚିକିତ୍ସା ଏକ ପ୍ରକାର ଠପ୍ ହୋଇପଡ଼ିଛି ।
ମିଳିଲାନି ଆମ୍ବୁଲାନ୍ସ। ଗାଡ଼ି ଭଡ଼ା ଦେବାକୁ ନଥିଲା ଟଙ୍କା। ତେଣୁ ବାପଘର ଲୋକେ ମହିଳାଙ୍କ ମୃତଦେହକୁ ୨୦ କିଲୋମିଟର କୋକେଇରେ ବୋହି ଶାଶୁ ଘରକୁ ନେଇଥିଲେ।
ଅନୁଦାନ ସତ୍ତ୍ୱେ ୭ବର୍ଷ ପରେ ବି ଉଧୋଉନି ଜୟପୁର-ମାଲକାନଗିରି- ନବରଙ୍ଗପୁର ନୂଆ ଲାଇନ୍ ପ୍ରକଳ୍ପ, ଇଞ୍ଚେ ବି ଜମି ଦେଇ ପାରିଲେନି ରାଜ୍ୟ ସରକାର, ତେଜିଲା ରାଜନୀତି ।
ଫାଇଭ୍ ଟି ସ୍କୁଲର ପୋଲ ଖୋଲିଲେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ । ମୁଣ୍ଡ ଉପରେ ମାଟ୍ରିକ ପରୀକ୍ଷା । ହେଲେ ଶିକ୍ଷକ ନଥିବାରୁ ଏଯାଏଁ ସିଲାବସ ସରିନି ।
ରାଜେଶ ୩ ଲକ୍ଷ ଟଙ୍କା ଧରି ଉମରକୋଟ ଆସିବାକୁ କହିବାରୁ ପୁଅର କଥା ମାନି ରାଜେଶର ବାପା ଟଙ୍କା ଧରି ଉମରକୋଟ ଆସିଥିଲେ।
ଆବେଦନ ପାଇଁ ସୀମିତ ସମୟ ଥିବାରୁ ନବରଙ୍ଗପୁର ୟୁନିୟନ ବ୍ୟାଙ୍କରେ ଟଙ୍କା ପୈଠ ଏବଂ ବ୍ୟାଙ୍କରେ ଖାତା ଖୋଲିବା ଲାଗି ବ୍ୟାଙ୍କ ସାମ୍ନାରେ ଭିଡ଼ ଦେଖିବାକୁ ମିଳିଛି l
ଘଟଣାସ୍ଥଳଠୁ କିଛି ଦୂରରେ ଯୁବତୀଙ୍କ ପୋଡ଼ା ପୋଷାକ ଓ ଏକ ମାରଣାସ୍ତ୍ର ମଧ୍ୟ ଜବତ ହୋଇଛି । ହତ୍ୟା କରିବା ପରେ, ଯୁବତୀଙ୍କୁ ୩୧ ଖଣ୍ଡ କରାଯାଇଥିବା ଏବଂ ପ୍ରମାଣ ନଷ୍ଟ କରିବାକୁ ଲୁଣ ଦେଇ ମାଟିରେ ପୋତାଯାଇଥିବା ଫରେନ୍ସିକ ତଦନ୍ତରୁ ଜଣାପଡ଼ିଛି ।
ଘଟଣାକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ଆସିଛି ।ହତ୍ୟା ପରେ ୩୨ ଖଣ୍ଡ କରି କାଟିବା ପରେ ମାଟିରେ ଦୁର୍ବୃତ୍ତ ପୋତିଥିଲେ ବୋଲି ପୋଲିସ କହିଛି । ପୋଲିସର କହିବା ଅନୁସାରେ ଜଙ୍ଗଲରେ ଅଧା ପୋତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଠାବ କରାଯାଇଥିଲା ।
ସେହିଭଳି ୨ଟି ଚାରି ଚକିଆ ଯାନ ଠାବ କରାଯାଇଛି। ଏକ ରିୟଲ ଇଷ୍ଟେଟ କମ୍ପାନୀକୁ ୧୬ ଲକ୍ଷ ଅଗ୍ରୀମ ଦେଇଥିବା ସୂଚନା ମିଳିଛି । ବ୍ୟାଙ୍କ, ବୀମା, ପୋଷ୍ଟାଲ ଆଦି ସଞ୍ଚୟର ଯାଞ୍ଚ ଚାଲିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ।
ପ୍ରେମ ଯେତେବେଳେ ତିକ୍ତତାର ନିଆଁରେ ହୁଏ ଦଗ୍ଧ, ପ୍ରେମରୁ ଯେତେବେଳେ ଫୁଟେ ଆକ୍ରୋଶର ଲାର୍ଭା, ସେତେବେଳେ ଛୁରୀ ମାଡ଼ କରିବାକୁ ପଛାଏ ନାହିଁ ମନର ମଣିଷ ।
ଯାହାକୁ ନେଇ SP ଏସ. ସୁଶ୍ରୀ ଭାବପ୍ରବଣ ହୋଇଯାଇଥିବା ଦେଖିବାକୁ ମିଳିଥିଲା l ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି l
ନବରଙ୍ଗପୁର ଉମରକୋଟ ଛାତ୍ରୀ ଦୁଷ୍କର୍ମ ମାମଲା । ପୀଡ଼ିତାଙ୍କ ବୟାନ ରେକର୍ଡ କରିଛି କୁନ୍ଦେଇ ପୋଲିସ ।
ଆଶ୍ରମ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗତ ୭ ତାରିଖ ଦିନ ପ୍ରଧାନ ଶିକ୍ଷକ ସଚିତ୍ରନନ୍ଦନ ବିଶ୍ୱାସ ଏବଂ ସହକାରୀ ଶିକ୍ଷକ କେଶବ ମାଝୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।
ଶବ ନେବାକୁ ମହାପ୍ରୟାଣ ଗାଡ଼ି ନମିଳିବାରୁ ଶେଷରେ କାନ୍ଧରେ ମୃତଦେହକୁ ବୋହିନେଲେ ପରିବାର ଲୋକେ।
୮ଟି କ୍ଲାସର ୧୫୬ ପିଲାଙ୍କ ପାଇଁ ଗୋଟିଏ ଶ୍ରେଣୀଗୃହ । କେବେ ବଦଳିବ ତୁମୁଡ଼ିବନ୍ଧ ଝିରିପାଣି ଉଚ୍ଚ ବିଦ୍ୟାଳୟର ଭାଗ୍ୟ ?
ବାପାଙ୍କୁ ମୁଖାଗ୍ନି ଦେଇ ଉଦାହରଣ ସାଜିଲା ଝିଅ। ବାପାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ଯାଇ ବଡ଼ ଝିଅ ଶ୍ମଶାନରେ ମୁଖାଗ୍ନି ଦେଇଛନ୍ତି।
ସୋସିଆଲ୍ ମିଡିଆରେ କିଙ୍ଗ ଖାନଙ୍କ ପ୍ରଶଂସା ..ରାହୁଲ ବନିଲେ ‘ରାହୁଲ’ଙ୍କ ଫ୍ୟାନ୍
ଅଧ୍ୟାପକଙ୍କ ପାଇଁ ଯେମିତି ୭ଘଣ୍ଟା କଲେଜରେ ରହିବା ବାଧ୍ୟତାମୂଳକ, ୭୫ ପ୍ରତିଶତ ଛାତ୍ରଛାତ୍ରୀ ବି କ୍ଲାସ୍ ରେ ବସିବା ସେତିକି ଜରୁରୀ ।
ଘାଟିରେ ଓଲଟିଲା ସ୍କୁଲ୍ ବସ୍। ଦୁର୍ଘଟଣାରେ ପିଇଟି ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।
କାଦୁଅ ପଚ ପଚ ରାସ୍ତାରେ ଯିବା ଆସିବା ଅସମ୍ଭବ..ଭିତ୍ତିପ୍ରସ୍ତର ସ୍ଥାପନର ୩ ମାସ ପରେ ବି କାମ ନାହିଁ
ଡ୍ୟାମର କାର୍ଯ୍ୟନିର୍ବାହୀ ଇଂଜିନିୟର କହିଛନ୍ତି, ଆଗାମୀ ଦିନରେ ଲଘୁଚାପ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ସୁଧୁରିବାର ଆଶା ରହିଛି।