୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଜମି ପାଇଁ ପଡ଼ୋଶୀଙ୍କ ସହ ମିଶି ଭାଇକୁ ହତ୍ୟା କଲା ଭାଇ। ହତ୍ୟା ପରେ ଶବକୁ ପୋତି ଦେଇଥିବା ବେଳେ ୧୧ ଦିନ ପରେ ମାଟି ଖୋଳି ପୋଲିସ୍ ମୃତଦେହ ଉଦ୍ଧାର କରିଛି।
ଛତିଶଗଡ ଝିଅ, ଓଡ଼ିଶା ବୋହୂ । ପ୍ରେମ ବିବାହ ପରେ ଓଡ଼ିଶାରେ ରହିଲେ । ଜନ୍ମରୁ ଦିବ୍ୟାଙ୍ଗ..ଚଲାବୁଲା ତାଙ୍କ ପକ୍ଷରେ କଷ୍ଟ । ଏମିତି ପରିସ୍ଥିତିରେ ବି ଭତ୍ତା ମିଳୁନି କି ଘର ଖଣ୍ଡିଏ ମିଳୁନି । ବ୍ଲକ୍ ପ୍ରଶାସନ କହୁଛନ୍ତି ଖୁବଶୀଘ୍ର ମିଳିବ ସହାୟତା
ଆଖି ସାମ୍ନାରେ ଚାଲିଗଲେ ସ୍ତ୍ରୀ ଆଉ ପୁଅ । ଝିଅ ବାହାଘର ପରେ ଘର ବି ଭାଙ୍ଗିଗଲା । ମୁଣ୍ଡ ଗୁଞ୍ଜିବାକୁ ଅଙ୍ଗନୱାଡି କେନ୍ଦ୍ରକୁ ଆଶ୍ରା କରିଥିଲେ ହେଲେ ସେଠାରୁ ବି ତଡି ଦେଲେ । ନିରାଶ୍ରୟ ହୋଇ ମଶାଣୀରେ ରହୁଛନ୍ତି ଭଗବାନ । ନାଳରୁ ପାଣି ପିଉଛନ୍ତି, ଯିଏ ଯାହା ଦେଲା ତାକୁ ଖାଉଛନ୍ତି
ପଦକ୍ଷେପ ତ ଦୂରର କଥା ପିଲାଙ୍କୁ ଦିଆଯାଉନି ଯାତାୟତ ଖର୍ଚ୍ଚ ।
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିଲେ ମଧ୍ୟ ଆଜିଠୁ କମିବ ଲଘୁଚାପର ପ୍ରଭାବ। ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ କମିବା ସମ୍ଭାବନା ରହିଛି।
ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।
ଲୋୟର ପିଏମଜିରେ ୧୦ ହଜାରରୁ ଅଧିକ ଶିକ୍ଷକଙ୍କ ବିକ୍ଷୋଭ । ସ୍କୁଲରେ ପାଠପଢ଼ା ପ୍ରଭାବିତ ।
ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବହୁ ସମୟର କସରତ ପରେ କୁମ୍ଭୀରକୁ ଧରିଲା ବନବିଭାଗ
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଛି । ୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଶ୍ରାବଣ ଅଧାରେ ପ୍ରାୟ ୪୦ % ଜମିରେ ଆରମ୍ଭ ହୋଇନି ଧାନଚାଷ । ସ୍ୱଳ୍ପ ମିଆଦୀ ଧାନ ଚାଷ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ । ରାଜ୍ୟ ସରକାର କହିଲେ, ଏଯାଏଁ ଆସିନି ମରୁଡ଼ି ସ୍ଥିତି । ସ୍ଥିତି ଉପରେ ନଜର ରଖିଛୁ, ଆବଶ୍ୟକ ହେଲେ ପଦକ୍ଷେପ ନିଆଯିବ ।
ଆହାର ଉପରେ ପନିପରିବା ଦର ବୃଦ୍ଧିର ପାହାର। ବଦଳି ଯାଇଛି ଆହାର କେନ୍ଦ୍ରର ମେନୁ। ଭାତ ଡାଲମା ବଦଳରେ ଯେମିତି ପ୍ଲେଟରେ ପରଷା ଯାଉଛି ଖାଲି ଭାତ ଡାଲି। ଡାଲମାରୁ ଉଭାନ ହୋଇଯାଇଛି ପରିବା।
ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ,ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ।