nabin
Advertisment
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ମାରାଥନ୍ ନିର୍ବାଚନ ପ୍ରଚାର କରିବେ। ପ୍ରଥମେ ନୂଆପଡ଼ାରେ ଏକ ସାଧାରଣ ସଭାରେ ଯୋଗ ଦେଇ ଉଦ୍ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ।
Advertisment
ଏହାପରେ ନବୀନ କଳାହାଣ୍ଡି ଜିଲ୍ଲାରେ ନିର୍ବାଚନ ପ୍ରଚାର କରିବେ। ସିନାପାଲି, ଗୋଲାମୁଣ୍ଡା, ଧର୍ମଗଡ଼, ଜୁନାଗଡ଼ ଓ ଭବାନୀପାଟଣା ଟାଉନରେ ରୋଡ୍ ଶୋ’ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/patnaik-7591_1626341748.jpg)