Advertisment

ପରଲୋକରେ ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତି

କଟକ: ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତିଙ୍କର ଆଜି ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। କଟକ ଆକାଶବାଣୀ କେନ୍ଦ୍ରର ଲୋକପ୍ରିୟ କାର୍ଯ୍ୟକ୍ରମ ‘ଶିଶୁ ସଂସାର’ର ଉପସ୍ଥାପକ ବଡ଼ଭାଇ ନଦୀୟା ୨୦୧୩ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହାସଲ କରିଥିଲେ। ସେ ଜଣେ ଜଣାଶୁଣା ଶିଶୁ ସାହିତ୍ୟିକ […]

author-image
Ranjeet Kumar Jena
ଅଦ୍ୟତନ ହୋଇଛି
ପରଲୋକରେ ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତି

nadia

କଟକ: ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତିଙ୍କର ଆଜି ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା।

Advertisment

କଟକ ଆକାଶବାଣୀ କେନ୍ଦ୍ରର ଲୋକପ୍ରିୟ କାର୍ଯ୍ୟକ୍ରମ 'ଶିଶୁ ସଂସାର'ର ଉପସ୍ଥାପକ ବଡ଼ଭାଇ ନଦୀୟା ୨୦୧୩ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହାସଲ କରିଥିଲେ। ସେ ଜଣେ ଜଣାଶୁଣା ଶିଶୁ ସାହିତ୍ୟିକ ଥିଲା। ତାଙ୍କ ପରଲୋକରେ ଓଡ଼ିଆ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।

Advertisment
Advertisment