/odishatv-khabar/media/post_attachments/uploadimage/library/16_9/16_9_0/BJD_1626757333.jpg)
BJD
ଭୁବନେଶ୍ୱର: ବିଜେଡିରେ ମିଶିଲେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ ପ୍ରଧାନ। ଆଜି ସେ ବିଧିବଦ୍ଧ ଭାବେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି।
Advertisment
କିଛି ଦିନ ତଳେ ସେ ଚାକିରି ଛାଡ଼ିଥିଲେ। ତାଙ୍କ ସହ ପୂର୍ବତନ ଏସ୍ସିଏସ୍ଟି ନିର୍ଦ୍ଦେଶକ ରମେଶ ଚନ୍ଦ୍ର ସାଏ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)