Advertisment

ଗୁରୁଦିବସରେ ରାଷ୍ଟ୍ରପତି ପୁରସ୍କାର ପାଇଲେ ୨ ଓଡ଼ିଆ ଶିକ୍ଷକ

ନୂଆଦିଲ୍ଲୀ: ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ। ଆଜି ଗୁରୁ ଦିବସ ଅବସରରେ ବସନ୍ତ କୁମାର ସାହୁ ଓ ତାପସ କୁମାର ମହାନ୍ତିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ମିଳିଛି। ବସନ୍ତ କୁମାର ସାହୁ ବୌଦ୍ଧ ଜିଲ୍ଲା ହରଭଙ୍ଗା ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ଖୋର୍ଦ୍ଧା ଦୃଷ୍ଟିବାଧିତ ଭୀମଭୋଇ ବିଦ୍ୟାଳୟର ଶିକ୍ଷକତା କରୁଛନ୍ତି ତାପସ କୁମାର ମହାନ୍ତି। ଦୁଇ ଓଡ଼ିଆ ଶିକ୍ଷକଙ୍କ ସହ ଦେଶର ୪୭ ଜଣ ଶିକ୍ଷକଙ୍କୁ […]

author-image
Abinash Pati
ଗୁରୁଦିବସରେ ରାଷ୍ଟ୍ରପତି ପୁରସ୍କାର ପାଇଲେ ୨ ଓଡ଼ିଆ ଶିକ୍ଷକ

presindent

ନୂଆଦିଲ୍ଲୀ: ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ। ଆଜି ଗୁରୁ ଦିବସ ଅବସରରେ ବସନ୍ତ କୁମାର ସାହୁ ଓ ତାପସ କୁମାର ମହାନ୍ତିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ମିଳିଛି। ବସନ୍ତ କୁମାର ସାହୁ ବୌଦ୍ଧ ଜିଲ୍ଲା ହରଭଙ୍ଗା ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ଖୋର୍ଦ୍ଧା ଦୃଷ୍ଟିବାଧିତ ଭୀମଭୋଇ ବିଦ୍ୟାଳୟର ଶିକ୍ଷକତା କରୁଛନ୍ତି ତାପସ କୁମାର ମହାନ୍ତି।

Advertisment

ଦୁଇ ଓଡ଼ିଆ ଶିକ୍ଷକଙ୍କ ସହ ଦେଶର ୪୭ ଜଣ ଶିକ୍ଷକଙ୍କୁ ଭିଡିଓ କନ୍‌ଫରେସିଂରେ ରାଷ୍ଟ୍ରପତି ରାମନାଥ କୋଭିନ୍ଦ ଜାତୀୟ ଶିକ୍ଷକ ସମ୍ମାନରେ ସମ୍ମାନୀତ କରିଛନ୍ତି। ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମସ୍ତ ଶିକ୍ଷକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଛି।

Advertisment
Advertisment