Advertisment

ଆଜି ବିଜେପୁରରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ବରଗଡ଼(ଦୀପକ ଶର୍ମା): ଆଜି ବିଜେପୁର ନିର୍ବାଚନମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନପତ୍ର ଦାଖଲ କରିବେ। ଦିନ ୧ଟା ୩୦ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ସ୍ଥିତ ସତୀଭଟା ଏୟାର ଷ୍ଟ୍ରିପରେ ପହଞ୍ଚିବେ। ସେଠାରେ କର୍ମୀମାନଙ୍କୁ ଉଦବୋଧନ ଦେବେ। ଏହାପରେ ମୁଖ୍ୟମନ୍ତ୍ରୀ ସିଧା ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦିନ ୨ଟା ୧୫ରେ ନାମାଙ୍କନପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ବନ୍ଦୋବସ୍ତ କରାଯାଇଛି।

author-image
Jyotsnamayee Pradhan
ଆଜି ବିଜେପୁରରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

naveen

ବରଗଡ଼(ଦୀପକ ଶର୍ମା): ଆଜି ବିଜେପୁର ନିର୍ବାଚନମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନପତ୍ର ଦାଖଲ କରିବେ। ଦିନ ୧ଟା ୩୦ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ସ୍ଥିତ ସତୀଭଟା ଏୟାର ଷ୍ଟ୍ରିପରେ ପହଞ୍ଚିବେ। ସେଠାରେ କର୍ମୀମାନଙ୍କୁ ଉଦବୋଧନ ଦେବେ।

Advertisment

ଏହାପରେ ମୁଖ୍ୟମନ୍ତ୍ରୀ ସିଧା ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦିନ ୨ଟା ୧୫ରେ ନାମାଙ୍କନପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ବନ୍ଦୋବସ୍ତ କରାଯାଇଛି।

Advertisment
Advertisment