Advertisment

ବୋର୍ଡ ପରୀକ୍ଷାକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଦଶମ ଓ ଯୁକ୍ତ ୨ ପରୀକ୍ଷା ବାବଦରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡକୁ ଦୃଷ୍ଟିରେ ରଖି ପରୀକ୍ଷା ପାଇଁ ଜାତୀୟ ସ୍ତରରେ ଏକ ଗାଇଡ୍‌ଲାଇନ୍ କରିବାକୁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି। ବୋର୍ଡ ପରୀକ୍ଷା ପାଇଁ ଟାଇମ ଫ୍ରେମ ପ୍ରସ୍ତୁତ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି।  ଏହାଦ୍ୱାରା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ୱନ୍ଦ୍ୱ ଦୂର ହୋଇପାରିବ। ସବୁ ଉଚ୍ଚତର ଶିକ୍ଷା ଇଣ୍ଟରଲିଙ୍କ ଥିବାରୁ ଜାତୀୟ ଗାଇଡଲାଇନ ହେଉ। ଏହାଦ୍ୱାରା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ […]

author-image
Chandan Shishu
ଅଦ୍ୟତନ ହୋଇଛି
ବୋର୍ଡ ପରୀକ୍ଷାକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ନବୀନ

modi-naveeen

ଭୁବନେଶ୍ୱର: ଦଶମ ଓ ଯୁକ୍ତ ୨ ପରୀକ୍ଷା ବାବଦରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡକୁ ଦୃଷ୍ଟିରେ ରଖି ପରୀକ୍ଷା ପାଇଁ ଜାତୀୟ ସ୍ତରରେ ଏକ ଗାଇଡ୍‌ଲାଇନ୍ କରିବାକୁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି।

Advertisment

ବୋର୍ଡ ପରୀକ୍ଷା ପାଇଁ ଟାଇମ ଫ୍ରେମ ପ୍ରସ୍ତୁତ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି।  ଏହାଦ୍ୱାରା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ୱନ୍ଦ୍ୱ ଦୂର ହୋଇପାରିବ। ସବୁ ଉଚ୍ଚତର ଶିକ୍ଷା ଇଣ୍ଟରଲିଙ୍କ ଥିବାରୁ ଜାତୀୟ ଗାଇଡଲାଇନ ହେଉ।

ଏହାଦ୍ୱାରା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ୱନ୍ଦ୍ୱ ଦୂର ହୋଇପାରିବ। ୨୦୨୦-୨୧ ବୋର୍ଡ ଓ HSE ପରୀକ୍ଷା ନେଇ କେନ୍ଦ୍ର ସ୍ପଷ୍ଟ କରୁ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

Advertisment
Advertisment
Advertisment