ବିଶ୍ୱ ଛେନାପୋଡ଼ ଦିବସର ଅବସରରେ ଓଡ଼ିଆଙ୍କ ପ୍ରିୟ ମିଠା ଛେନାପୋଡ଼କୁ GI ଟ୍ୟାଗ ପାଇଁ ଚେଷ୍ଟା ହେଉଛି । ସିରାରେ ଜୁଡୁବୁଡୁ ତା' ଶରୀର । ଦେଖିବାକୁ ବାହାରୁ ବାଦାମୀ ଭିତରୁ ଧଳା । ଆଉ ହାତକୁ ତ ତୁଳା ପରି ନରମ । ଦେଖିବା ମାତ୍ରେ ପିଲାଠୁ ବୁଢା ସଭିଁଙ୍କ ପାଟିରେ ଆସିଯାଏ ଲାଳ...
ରବିବାର ବିଳମ୍ବିତ ରାତିରେ ପ୍ରଥମେ ସାନ ପୁଅ ବିକାଶକୁ ଟେକି ନେଇ ପାଇଖାନା ଘରେ ଶୁଆଇ ଦେଇଥିଲେ। ପରେ ବଡ଼ ପୁଅ ଆକାଶର ତଣ୍ଟି ଚିପି ହତ୍ୟା କରିଥିଲେ। ଆକାଶ ପାଟି କରି ଚିଲାଇବାରୁ ଆକାଶ ପାଟିରେ ଜେଜେ ମା ସୌରି ଲୁଗା ପୁରେଇ ପାଟିକୁ ବନ୍ଦ କରିଦେଇଥିଲା। ଯାହା ଫଳରେ ବାହାରକୁ ପାଟି ଶୁଣାଯାଇ ନଥିଲା।
କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ନୀଳମାଧବ ମନ୍ଦିରରେ ପହଞ୍ଚି ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।
କେବଳ ବାପା ନୁହେଁ ଏହି ହତ୍ୟାକାଣ୍ଡରେ ସହଯୋଗ କରିଥିବା ଜେଜେ ମାଆ ବି ଗିରଫ ହୋଇଛି ।
ନୟାଗଡ ପୋଲିସ ହାତରେ ଧରାପଡିଲା ବଡ଼ ଲୁଟେରା ଗ୍ୟାଙ୍ଗ । ରାତି ହେଲେ ମନ୍ଦିରରେ ବୁଲାଉଥିଲେ କଳାକନା । ସୁନା, ରୁପା ପିତ୍ତଳ ସବୁ କିଛି ଲୁଟି ନେଉଥିଲେ । AI ସହାୟତାରେ ୪ ଜଣ ଲୁଟେରାଙ୍କୁ ମାଡିବସିଲା ନୟାଗଡ଼ ପୋଲିସ । ପଢନ୍ତୁ ପୁରା ଖବର
ପ୍ରକାଶ ୧୫ ବର୍ଷ ତଳେ ବିବାହ କରିଥିଲେ। ତାଙ୍କର ଦୁଇଟି ପୁଅ। ବଡ଼ପୁଅକୁ ୧୪ ବର୍ଷ ହୋଇଥିଲାବେଳେ ସାନପୁଅକୁ ୧୧ ବର୍ଷ। ପ୍ରକାଶଙ୍କ ସ୍ତ୍ରୀଙ୍କର ୩ବର୍ଷ ତଳେ ମୃତ୍ୟୁ ଘଟିଥିଲା। ହେଲେ ପ୍ରକାଶ ସ୍ତ୍ରୀର ମୃତ୍ୟୁ ପରେ ଦ୍ୱିତୀୟ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ।
ସାଧୁଆପଲ୍ଲୀ ଗାଁର ଲୋକେ କୁଇ ଭାଷାରେ କଥାବାର୍ତ୍ତା କରନ୍ତି। ଏମାନେ ଆଦିବାସୀ ମାଳୁଆ କନ୍ଧ ଭାବରେ ପରିଚିତ। ଗ୍ରାମବାସୀଙ୍କ ମୁଖ୍ୟ ଅଭିଯୋଗ ହେଉଛି, ଆମେ ଆଦିବାସୀ ବୋଲି ଅପଚରା ହୋଇ ରହିଛୁ, ଆମକୁ କେହି ପଚାରୁନାହାନ୍ତି।
ଗୋଟିଏ ଓଷା ପାଳନ ଦ୍ୱାରା ବଦଳିଗଲା ଗରିବ ଚକୁଳିଆ ପଣ୍ଡା ପରିବାରର ଭାଗ୍ୟ। ଯେଉଁ ଝିଅ ଦୁଇଜଣ ଦୈନିକ ଘଷି ଗୋଟେଇବାକୁ ଜଙ୍ଗଲକୁ ଯାଆନ୍ତି, ସେଇ ଝିଅଙ୍କ ଜୀବନରେ ଦିନେ ହଠାତ୍ ଘଟିଲା ଏହିପରି ଏକ ଘଟଣା, ଯାହା ବଦଳାଇ ଦେଲା ପୂରା ପରିବାରର ଜୀବନ।
ଗତକାଲି ବିଳମ୍ବିତ ରାତିରେ ଏକ କାର୍ ଦ୍ରୁତଗତିରେ ଆସି ପ୍ରଥମେ ଏକ ଗାଡ଼ିକୁ ଧକ୍କା ଦେଇଥିଲା। ପରେ ଜଣେ ପଥଚାରୀକୁ ଧକ୍କା ଦେଇ ଦୋକାନ ଉପରେ ମାଡ଼ି ଯାଇଥିଲା।
ସରକାର ବଦଳିବା ପରେ ଆକ୍ସନ୍ ମୁଡକୁ ଆସିଥିଲା ପ୍ରଶାସନ। ମାତ୍ରାଧିକ ଖଣି ଉତ୍ତୋଳନ ସହ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ କରିବା ଏବେ ମହଙ୍ଗା ପଡିଛି। ଜଙ୍ଗଲ ଜମିରେ କାସିଆ ପାହାଡ଼କୁ ଯାଇଥିବା ୨ଟି ରାସ୍ତାକୁ କାଟିଛି ବନବିଭାଗ।
ଖୁସିରେ ପିକନିକ ଯାଉଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ଜୀବନ। ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ଏକ ବସ ଯୋଗେ ପିକନିକ ଯାଉଥିବା ବେଳେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି।
ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ ।
ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନିଷ୍ପତ୍ତି ଅନୁଯାୟୀ, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକ ଏବଂ ଜଗତସିଂହପୁର ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ।
ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଅଧ୍ୟାପକ ଚୟନ ନିମନ୍ତେ ସର୍ବନିମ୍ନ ଯୋଗ୍ୟତା ଭାବେ SET ( State Eligibility Test) ପରୀକ୍ଷା କରିବାକୁ ଛାତ୍ରଛାତ୍ରୀ ଏବଂ ବୁଦ୍ଧିଜୀବୀ ମହଲରେ ଦାବି ହୋଇ ଆସୁଥିଲେ ମଧ୍ୟ ୨୪ ବର୍ଷର ବିଜେଡି ସରକାର ଏ ଦିଗରେ କର୍ଣ୍ଣପାତ କରିନଥିଲା l
ମାଟିରେ ଗଢ଼ା ଚାଲିଛି ଭଳିକି ଭଳି ଦୀପ । ଦୀପାବଳି ପାଇଁ ଚଳଚଞ୍ଚଳ ନୟାଗଡ ଜିଲ୍ଲା ଖଣ୍ଡପଡ଼ା ସହରର କୁମ୍ଭାର ପରିବାର । ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ଦୀପାବଳି ପାଇଁ ମହିଳା ଓ ପୁରୁଷ ମାନେ ଲାଗି ପଡ଼ିଛନ୍ତି ମାଟି ଦୀପ ତିଆରି କାମରେ।
ଓଡ଼ିଶା ଉପକୂଳ ମୁହାଁ ବାତ୍ୟା ଦାନା । ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି । ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ହେଲ୍ପଲାଇନ ଓ କଣ୍ଟ୍ରୋଲ ରୁମ ନମ୍ବର ଜାରି କରିଛନ୍ତି ।
ବନ ବିଭାଗର ଏହି କେନ୍ଦୁପତ୍ର ଫଡ଼ି ଅର୍ଥାତ ଗୋଦାମରେ ଗତକାଲି ରାତିରେ ମୁଖା ପିନ୍ଧା ୧୦ ଜଣ ଡକାୟତ ପଶିଥିଲେ ।
ଗାଁ ଭିତରରେ ପାଦ ପଡ଼ିଲେ ଶୁଭେ ଠନଠାନ୍ ଶବ୍ଦ । ମୁଣ୍ଡଝାଳ ତୁଣ୍ଡରେ ମାରି ପରିବାର ଚଳାଇବା ପାଇଁ ନିଆଁ ଚୂଲିରେ କଂସା ପିତଳ ଆଉଟୁଥାଏ ଏଇ ଗାଁର କାରିଗର । ଏହି କାରିଗରଙ୍କ ହାତ ତିଆରି କଂସା, ପତିଳ ବାସନ ପାଇଁ ରାଜ୍ୟ ଓ ରାଜ୍ୟ ବାହାରେ ଏହି ଗାଁର ବେଶ୍ ନାଁ ରହିଛି ।
ବର୍ଷା ଦିନ ଆସିଲେ ଆପ୍ରୋଚ ରୋଡରେ ଲହଡ଼ି ଭାଙ୍ଗୁଛି ପାଣି । ଅନ୍ୟ ଦିନେ ଧୂଳିଧୂଆଁ। ଖାଲଖମା ରାସ୍ତାରେ ଯାଆସରେ ନୟାନ୍ତ ହେଲେଣି ଅଞ୍ଚଳବାସୀ।
ଦଶପଲ୍ଲା ଥାନା ପରିସରରେ ଚୋରା ବାଇକର ସମ୍ଭାର । ଜବତ ହୋଇଛି ୩୦ରୁ ଅଧିକ ଚୋରା ବାଇକ୍ ।
ଜେଲରେ ଜୋରଦାର ହେଉଛି ଚଢାଉ। ବଲାଙ୍ଗୀର ଗ୍ୟାଙ୍ଗୱାର ଖବର ସାମନାକୁ ଆସିବା ପରେ ଏବେ କଡ଼ାକଡ଼ି ଚେକିଂ ଚାଲିଛି। ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ବାହାରିଲା ମୋବାଇଲ।
ଆଜି ତୃତୀୟ ଶ୍ରାବଣ ସୋମବାର, ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶିବ...ଶିବ...ଶିବ ଧ୍ବନିରେ ପ୍ରକମ୍ପିତ ଚତୁର୍ଦ୍ଦିଗ।
ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ନୟାଗଡ଼ରେ ଚାଞ୍ଚଲ୍ୟକର ଘଟଣା । ଦେବୋତ୍ତର ଲେନ୍ ୪ରେ ଘଟିଛି କିଛି ହୃଦୟବିଦାରକ ଘଟଣା ।
ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ଵାରା ପରିଚାଳିତ ହେଉଥିବା ଏହି ସଂଗ୍ରହାଳୟଟି ୨୦୧୬ ମସିହା ଡିସେମ୍ବର ୨୫ ତାରିଖରେ କାର୍ଯ୍ୟକ୍ଷମ ହୋଇଥିଲା ।