• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Nayagarh

Accident
ଦଶପଲ୍ଲା ଦୁର୍ଘଟଣାରେ ସାଂଘାତିକ ତ୍ରୁଟି, ମଦ ପିଇ ଚଲାଉଥିଲେ ଟ୍ରକ

ଦଶପଲ୍ଲା ବସ୍ ଦୁର୍ଘଟଣାରେ ସାମ୍ନାକୁ ଆସିଲା ସାଂଘାତିକ ତ୍ରୁଟି । ଦୁର୍ଘଟଣା ଘଟାଇଥିବା ଟ୍ରକ୍ କୁ ଚଲାଉ ନଥିଲେ ଡ୍ରାଇଭର୍ । ଦୁର୍ଘଟଣା ବେଳେ ଅନ୍ୟ ଜଣେ କର୍ମଚାରୀ ଟ୍ରକକୁ ଚଲାଉଥିଲେ ତା ପୁଣି ମଦ ପିଇ ।

Accident
ପିକ୍‌ନିକ୍‌ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୩ ମୃତ, ୨୫ରୁ ଅଧିକ ଆହତ

ଦୁର୍ଘଟଣାସ୍ଥଳରେ ୨ ଜଣଙ୍କ ଜୀବନ ଯାଇଛି । ପରେ ପରେ ଅନ୍ୟ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି । ଟ୍ରକ୍-ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ମୋଟ୍‌ ୩ଜଣଙ୍କ ମୃତ୍ୟୁ ହୋଇଛି ।

Odisha Weather
କମିଲା ତାପମାତ୍ରା; ରାଜ୍ୟରେ ଆଗାମୀ ୭ ଦିନ ଯାଏଁ ଶୁଖିଲା ପାଗ

ମେଘ ହଟିବା ସହ ପାଗ ଶୁଖିଲା ରହୁଥିବାରୁ ଉତ୍ତର ଓଡ଼ିଶାରେ ତାପମାତ୍ରା କମିବ । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଭଳି ଜିଲ୍ଲାରେ ରାତିର ତାପମାତ୍ରା କମିବ ।

Girl Child
ରାଜ୍ୟରେ କମୁଛନ୍ତି ଝିଅ ! ୭ ଜିଲ୍ଲାରେ ପୁଅଙ୍କ ଅନୁପାତରେ ଝିଅଙ୍କ ସଂଖ୍ୟା ଢେର୍ କମ୍

ନୟାଗଡ, ଗଞ୍ଜାମ, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଝାରସୁଗୁଡା ।

Ram Temple
ଅଯୋଧ୍ୟା ପରେ ନୟାଗଡ଼ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା; ସ୍ଥାପିତ ହେଲା ରାମ-ସୀତା ଓ ଲକ୍ଷ୍ମଣଙ୍କ ମୂର୍ତ୍ତି

ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାଠାରୁ ପ୍ରାୟ ୧୦୦୦ କିମି ଦୂରରେ ଲୋକାର୍ପିତ ହୋଇଛି ଆଉ ଏକ ଭବ୍ୟ ଓ ଦିବ୍ୟ ରାମ ମନ୍ଦିର।

MVI
ଖାଇ ଖୋଳ କରିଦେଇଛନ୍ତି MVI ବାବୁ; ଭୁବନେଶ୍ୱରଠୁ ନୟାଗଡ଼, ଯେଉଁଠି ଖୋଜିବ ସେଠି ଫ୍ଲାଟ୍‌

ସରକାରୀ ଚାକିରୀ..ପଦବୀ ମୋଟର୍ ଭେଇକିଲ୍ ଇନିସପେକ୍ଟର ବା MVI । ଆଉ ଏହି ଲାଭଜନକ ପଦବୀର ଅଧିକାରୀ ହେଉଛନ୍ତି ଜଣେ ସରକାରୀ ବାବୁ । ଯାହାଙ୍କ ନାଁ ପଞ୍ଚାନନ ବେହେରା,ନୟାଗଡ଼ର MVI ।

Arun Sahoo
ନୟାଗଡ଼ରେ ପୁଣି ତାତିଲେ ଚାଷୀ, ଅରୁଣଙ୍କ ଉପରେ ଝାଡ଼ିଲେ ଅସନ୍ତୋଷ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା । ସ୍ଥାନୀୟ ବିଧାୟକଙ୍କ ବିରୋଧରେ ନାରାବାଜି ।

Daspalla Railway Station
ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ; ଦଶପଲ୍ଲାରୁ ଗଡ଼ିବ ଟ୍ରେନ୍‌

ଆଜି ଦିନ ୧୦ଟାରେ ଦଶପଲ୍ଲା ରେଳ ଷ୍ଟେସନ ଉଦଘାଟିତ ହେବା ପରେ, ସେଠାରୁ ୪ଟି ଟ୍ରେନ୍ ଚଳାଚଳ କରିବ ।

Kantilo
ମହାନଦୀର ଅଥଳ ନଦୀରେ ଲୁଚିଛି କଣ ରହସ୍ୟ ? ପାଣି ତଳେ ପ୍ରାଚୀନ ନାଗସାପ ମୂର୍ତ୍ତି

ପୂର୍ବରୁ ଠାବ ହୋଇଛି ୫ଶହ ବର୍ଷ ତଳର ମନ୍ଦିର । ବାଲି ତଳେ ପୋତା ମନ୍ଦିରର ଦିଶୁଛି କେବଳ ଚୂଡ଼ା ।

3 kills in car accident
ବାଇକ୍‌କୁ ସାମ୍ନା ପଟୁ ଧକ୍କା ଦେଲା କାର୍‌, ୩ ମୃତ

ବାଇକ୍‌ରେ ୩ ଜଣ ଯାଉଥିବା ବେଳେ ସୁବଳୟା ଛକ ନିକଟରେ କାର୍‌ ସହ ସେମାନଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ୩ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି ।

Mentally ill woman allegedly raped in  Nayagarh
ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ !

ଜଣେ ଦୁର୍ବୃତ୍ତ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

Irrigation Claim
'ଜଳସେଚନର ସୁବିଧା ନାହିଁ ତ ଭୋଟ୍ ନାହିଁ'

ଜମିକୁ କେନାଲ ଜରିଆରେ ଜଳସେଚନର ସୁବିଧା କରିଥିବା କହୁଛନ୍ତି ସରକାର। ହେଲେ ବର୍ଷା ଅଭାବ ଓ ଜଳ ସେଚନର ଅବ୍ୟବସ୍ଥାରୁ ଶୁଖିଲା ପଡିଛି ହଜାର ହଜାର ହେକ୍ଟର ଚାଷ ଜମି। ପାଣି ନପାଇ ଜମି ଫାଟି ଆଁ କରିଛି।

Fire breaks out in garment shop in Nayagarh; crores of assets burned into ashes
ଖଣ୍ଡପଡ଼ା ରୋଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ବସ୍ତ୍ରାଳୟ

କୋଟିଏରୁ ଅଧିକ ଟଙ୍କାର ସଂପତ୍ତି ନଷ୍ଟ ଅଭିଯୋଗ....ଦୀର୍ଘ ୪ ଘଣ୍ଟା ପରେ ନିଆଁ ଆୟତ୍ତ...ସର୍ଟସର୍କିଟରୁ ଅଗ୍ନିକାଣ୍ଡ ସନ୍ଦେହ....

Duping Money Through App On Pretext Of Providing More Money
୧୫ ହଜାର ଡିପୋଜିଟ୍‌ ମାସକୁ ମିଳିବ ଲକ୍ଷେ, ଲୋଭ ଦେଖାଇ ଠକିନେଲେ !

୫ ହଜାର ଡିପୋଜିଟ୍ କଲେ ମାସକୁ ମିଳିବ ୫୫ ହଜାର ଟଙ୍କା ଏବଂ ୧୫ ହଜାରରେ ମିଳିବ ଲକ୍ଷାଧିକ ଟଙ୍କା। ଶହ ଶହ ଲୋକଙ୍କ ବିଶ୍ୱାସ ଜନ୍ମାଇ ଟଙ୍କା ଠକି ନେବା ପରେ ଠକ ସଂସ୍ଥା ଆପ୍ ବନ୍ଦ କରି ଛୁ’ ମାରିଛି l

Rain Alert To 13 Districts Of Odisha
ଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୩ ତାରିଖ ଯାଏ ବର୍ଷା ଲାଗି ରହିବ।

Odisha monsoon
ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା ! ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷିବ

ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।

1 classroom
ଭୟଙ୍କର ଅବସ୍ଥା ! ଗୋଟିଏ ଶ୍ରେଣୀରେ ପଢୁଛନ୍ତି ୪ କ୍ଲାସ୍‌ର ପିଲା

ନୟାଗଡ ରଣପୁର ବ୍ଲକ ଗୋପାଳପୁର ପଞ୍ଚାୟତ ଗମେଣ୍ଟ ହାଇସ୍କୁଲ । ଯେଉଁଠାରେ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମଠାରୁ ଚତୁର୍ଥ ଶ୍ରେଣୀର ପ୍ରାୟ ୭୫ ଜଣ ପିଲା ପାଠ ପଢୁଛନ୍ତି । ଖାଲି ଏତିକି ନୁହେଁ ବରଂ ଗୋଟିଏ କ୍ଲାସ୍‌ରେ ୪-୪ ଜଣ ଶିକ୍ଷୟିତ୍ରୀ ଦୁଇଟି ବ୍ଲାକବୋର୍ଡରେ ପାଠ ପଢାଉଛନ୍ତି । ଯେଉଁଥି ଲାଗି କୌଣସି ଗୋଟିଏ ଶ୍ରେଣୀର ପିଲା ଠିକ୍‌ରେ ପାଠ ପଢିପାରୁନଥିବା ଅଭିଯୋଗ ହୋଇଛି

Khandapada MLA Soumya Ranjan Patnaik responds to Odisha Minister Atanu Sabyasachi’s remarks
ସୌମ୍ୟ ବନାମ ବିଜେଡି; ଆରମ୍ଭ ହେଲା ଖୁଲମଖୁଲ୍ଲା ଲଢ଼େଇ !

ଆଉ କଥା ରହିଲା ବାରମ୍ୱାର ମତ ପରିବର୍ତ୍ତନର, ଏହା ଏକ ସ୍ୱାଭାବିକ ପ୍ରକ୍ରିୟା, ପରିବର୍ତ୍ତିତ ପରିସ୍ଥିତିରେ ପରିବର୍ତ୍ତିତ ମତ ରଖାଯାଏ । ନବୀନ ବାବୁ ବି ୧୫ ଦିନରେ ମତ ବଦଳାନ୍ତି । ଗୋଟିଏ ପଟେ ଆମେ ବିଜେପିକୁ ବିରୋଧ କରୁଛୁ, ହେଲେ କେନ୍ଦ୍ରରେ ଦିଲ୍ଲୀ ଅର୍ଡିନାନ୍ସ ବିଲ୍ କୁ ସମର୍ଥନ ଓ ମୋଦି ସରକାର ବିରୋଧରେ ଅବିଶ୍ୱାସ ପ୍ରସ୍ତାବକୁ ବି ଆମେ ବିରୋଧ କଲୁ କହିକଟାକ୍ଷ କରିଛନ୍ତି ସୌମ୍ୟ ।

Chandrayaan-3
ଇସ୍ରୋରେ ବୈଜ୍ଞାନିକ : ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ ପରେ ପ୍ରଶଂସା ସାଉଁଟୁଛନ୍ତି

ଓଡ଼ିଆ ମାଟିର ନାଁ ରଖିଲେ ପୀୟୂଷ । ଇସ୍ରୋରେ ବୈଜ୍ଞାନିକ ହେଲେ... ଚନ୍ଦ୍ରୟାନ-୩ ପାଇଁ କାମ କରୁଥିଲେ । ସଫଳ ସଫ୍ଟ ଲ୍ୟାଣ୍ଡିଂ ପରେ ବାପା-ମାଆଙ୍କଠୁ...ଗାଁ ଲୋକେ ସମସ୍ତେ ଖୁସ୍‌

Lord Jagannath
ଅଧ ରାତିରେ ଜଗାର ସ୍ୱପ୍ନାଦେଶ: ମତେ ତୋ ଗାଁକୁ ନେ...

ଭକ୍ତର ଭାବରେ ବନ୍ଧା ଜଗନ୍ନାଥ । ଅଧ ରାତିରେ ଦେଲେ ସ୍ୱପ୍ନାଦେଶ...କହିଲେ, ମତେ ନେଇକି ଗାଁରେ ରଖ । ଆଜ୍ଞା ପାଇବା ପରେ ଶ୍ରୀକ୍ଷେତ୍ରରୁ ନୟାଗଡ ପର୍ଯ୍ୟନ୍ତ କିର୍ତ୍ତନ, ହରିବୋଲ, ହୁଳହୁଳିରେ କମ୍ପିଲା ଏରିଆ । ଲୋକେ କହିଲେ....ଗାଁକୁ ଠାକୁର ଆସିଥିବାରୁ ଆମେ ଭାରି ଖୁସି

Sarpanch’s husband
ଦାଦାଗିରି ଦେଖାଉଛନ୍ତି ସରପଂଚଙ୍କ ସ୍ୱାମୀ : ୧୫ ହଜାର ଦେଲେ ମିଳିବ ଘର

ସରପଂଚଙ୍କ ସ୍ୱାମୀଙ୍କ ଗୁଣ୍ଡାରାଜ୍‌ । ହିତାଧିକାରୀ ତାଲିକାରେ ନା ଥିବା ପରେ ବି ରାଗ ରଖି କାଟି ଦେଉଛନ୍ତି ନା । ପଚାରିବାରୁ କହୁଛନ୍ତି, ତୁମେ ମତେ ଭୋଟ୍‌ ଦେଇନ, ଘର ମିଳିବନି । କ୍ୟାମେରା ଦେଖି ଧାଉଁଛନ୍ତି ବିଡିଓ

Rain Alert To 14 Districts Of Odisha
ଆହୁରି ଦୁଇ ଦିନ ବଡ଼ ବର୍ଷା ! ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା...

ଆହୁରି ଦୁଇ ଦିନ ବଡ଼ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ୍‌ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Kidnapping bid foiled in Nayagarh
ଯୁବତୀଙ୍କୁ ଅପହରଣ ଉଦ୍ୟମ ବିଫଳ; ଗୋଡ଼ାଇ ଗୋଡ଼ାଇ କାବୁ କଲା ପୋଲିସ

ଅଲଟୋ କାର ରାଜପାଟଣାରୁ ଅପହରଣ କରି ନେଇଥିଲେ ୪ ଯୁବକ l ଏହି ଖବର ପାଇ ନୟାଗଡ଼ ସଦର ପୋଲିସ କାରକୁ ଗୋଡ଼ାଇ ଗୋଡ଼ାଇ ନୟାଗଡ଼ ଚଣ୍ଡୀବସ୍ତ ରାସ୍ତାରୁ ଉଦ୍ଧାର କରିଛି ପୋଲିସ l

OAS exam
କାହା ବାପା ପାଲା ଗାୟକ ତ ଆଉ କାହା ବାପା ତେଜରାତୀ ଦୋକାନୀ...ପୁଅ ଏବେ OAS

ସଂଘର୍ଷ କଲେ ସଫଳତା ନିଶ୍ଚୟ ମିଳିବ । କାହା ବାପା ପାଲାଗାୟକ ତ ଆଉ କାହାର ତେଜରାତୀ ଦୋକାନୀ...କଠିନ ପରିଶ୍ରମର ଫଳ ପାଇଛି ପୁଅ । ଏବେ ହାକିମ ହେବ।

Mahanadi River
ରାଜ୍ୟକୁ ପୁଣି ବନ୍ୟା ବିପତ୍ତି ! ବୁଡିଲା ନୟାଗଡ଼-ବୌଦ୍ଧ-ସୋନପୁର-କଟକ

ମୁଣ୍ଡୁଳିରୁ ସାଢ଼େ ୯ ଲକ୍ଷ କ୍ୟୁସେକ୍ ପାଣି ପ୍ରବାହିତ । ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ନେଇ ଚିନ୍ତା ।