ଟାଇଁ ଟାଇଁ ଖରାରେ ସନ୍ତୁଳି ହେଉଥିବା ଲୋକଙ୍କୁ ଆଜି ବି କଲବଲ କରିବ ତାତି । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା ।
ନ୍ୟାୟ ଦାବିରେ ରାସ୍ତାରୋକ ସହ ଥାନା ଭିତରକୁ ଧସେଇ ପଶିଲେ ଶତାଧିକ ବିଜେପି କର୍ମୀ ।
ରଣପୁରରେ ପୂର୍ବରୁ ବିଜେପି ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଏବେ ଏହି ଆସନରେ ପ୍ରାର୍ଥୀ ବଦଳାଇ ଦଳ ସୁରମା ପାଢ଼ୀଙ୍କୁ ଟିକେଟ ଦେଇଛି।
ନୟାଗଡ଼ରୁ ସୃଷ୍ଟ ଏହି ଛେନାପୋଡ଼କୁ ଏବେ ବିଶ୍ୱସ୍ତରୀୟ କରିବାକୁ ଅଣ୍ଟା ଭିଡିଛନ୍ତି ସମସ୍ତେ। ନୟାଗଡ଼ ଛେନାପୋଡ଼ର ସ୍ରଷ୍ଟା କୁହାଯାଉଥିବା ସୁଦର୍ଶନ ସାହୁଙ୍କ ଜନ୍ମଦିନ ଏପ୍ରିଲ ୧୧କୁ ବିଶ୍ୱ ଛେନାପୋଡ଼ ଦିବସ ରୂପେ ପାଳନ କରୁଛନ୍ତି ସମସ୍ତେ। ଏଥିପାଇଁ ସୋସିଆଲ ମିଡିଆରେ ମଧ୍ୟ ଚର୍ଚ୍ଚା ଜୋର ଧରିଲାଣି।
ଯନ୍ତ୍ରଣା ଦେଉଛି ଦୂଷିତ ପାନୀୟ ଜଳ । ଗାଁରେ ଥିବା ଦୁଇଟି ନଳକୂଅରୁ ବାହାରୁଛି ଗୋଳିଆ ପାଣି ।
ନୟାଗଡ଼ ବିଧାୟକ ଅରୁଣ ସାହୁ ଉଚ୍ଚଶିକ୍ଷା ମନ୍ତ୍ରୀ ବି ଥିଲେ। ହେଲେ ମନ୍ତ୍ରୀ ଥାଇ ବି ଜିଲ୍ଲାର କୌଣସି ଶିକ୍ଷାନୁଷ୍ଠାନରେ ବିଏଡ୍ ଖୋଲି ନ ପାରିବାକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି।
ଫତେଗଡ଼ ରାମ ମନ୍ଦିର ହୁଣ୍ଡି ଓ ସିନ୍ଦୁକ ତାଡ଼ି ଲୁଟିଲେ ଅଳଙ୍କାର ସହ ଦାନ ଅର୍ଥ । ବାଲେଶ୍ୱର ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ହୁଣ୍ଡି ବାକ୍ସରେ ବି ବୁଲାଇଲେ କଳାକନା ।
ୟେ ଏମିତି ଏକ ଘଟଣା, କେହି ସହଜରେ ବିଶ୍ୱାସ କରିପାରୁନାହାଁନ୍ତି। ୟେ ଏମିତି ଏକ ବୀଭତ୍ସ ଏବଂ ରକ୍ତରଂଜିତ କାହାଣୀ, ବୋଧହୁଏ କେହି କେବେ ଦେଖିନାହାଁନ୍ତି।
ନୟାଗଡ଼ ଓଡଗାଁ କୋମଣ୍ଡ ଗାଁର ପ୍ରକାଶ ନାୟକଙ୍କୁ ସ୍ତ୍ରୀ ହେମଦସ୍ତାରେ ଛେଚି ମାରିଥିଲା । ପ୍ରକାଶ ଶୋଇଥିବା ବେଳେ ସ୍ତ୍ରୀ ଜ୍ୟୋତ୍ସ୍ନା ଏକ ହେମଦସ୍ତାରେ ସ୍ୱାମୀର ମୁଣ୍ଡ ଓ ମୁହଁକୁ ଛେଚି ହତ୍ୟା କରିଥିଲେ ।
ପରକୀୟା ପ୍ରୀତି ଧରାପଡ଼ିଯିବାରୁ ସ୍ତ୍ରୀ ଏ ହତ୍ୟାକାଣ୍ଡ ଘଟାଇଥିବା କୁହାଯାଉଛି।
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା । ମେଡିକାଲ ପରିସରରେ ଥିବା ଲିଫ୍ଟରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ l
ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ।
ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ଦଶପଲ୍ଲା ବସ୍ ଦୁର୍ଘଟଣାରେ ସାମ୍ନାକୁ ଆସିଲା ସାଂଘାତିକ ତ୍ରୁଟି । ଦୁର୍ଘଟଣା ଘଟାଇଥିବା ଟ୍ରକ୍ କୁ ଚଲାଉ ନଥିଲେ ଡ୍ରାଇଭର୍ । ଦୁର୍ଘଟଣା ବେଳେ ଅନ୍ୟ ଜଣେ କର୍ମଚାରୀ ଟ୍ରକକୁ ଚଲାଉଥିଲେ ତା ପୁଣି ମଦ ପିଇ ।
ଦୁର୍ଘଟଣାସ୍ଥଳରେ ୨ ଜଣଙ୍କ ଜୀବନ ଯାଇଛି । ପରେ ପରେ ଅନ୍ୟ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି । ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ମୋଟ୍ ୩ଜଣଙ୍କ ମୃତ୍ୟୁ ହୋଇଛି ।
ମେଘ ହଟିବା ସହ ପାଗ ଶୁଖିଲା ରହୁଥିବାରୁ ଉତ୍ତର ଓଡ଼ିଶାରେ ତାପମାତ୍ରା କମିବ । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଭଳି ଜିଲ୍ଲାରେ ରାତିର ତାପମାତ୍ରା କମିବ ।
ନୟାଗଡ, ଗଞ୍ଜାମ, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଝାରସୁଗୁଡା ।
ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାଠାରୁ ପ୍ରାୟ ୧୦୦୦ କିମି ଦୂରରେ ଲୋକାର୍ପିତ ହୋଇଛି ଆଉ ଏକ ଭବ୍ୟ ଓ ଦିବ୍ୟ ରାମ ମନ୍ଦିର।
ସରକାରୀ ଚାକିରୀ..ପଦବୀ ମୋଟର୍ ଭେଇକିଲ୍ ଇନିସପେକ୍ଟର ବା MVI । ଆଉ ଏହି ଲାଭଜନକ ପଦବୀର ଅଧିକାରୀ ହେଉଛନ୍ତି ଜଣେ ସରକାରୀ ବାବୁ । ଯାହାଙ୍କ ନାଁ ପଞ୍ଚାନନ ବେହେରା,ନୟାଗଡ଼ର MVI ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା । ସ୍ଥାନୀୟ ବିଧାୟକଙ୍କ ବିରୋଧରେ ନାରାବାଜି ।
ଆଜି ଦିନ ୧୦ଟାରେ ଦଶପଲ୍ଲା ରେଳ ଷ୍ଟେସନ ଉଦଘାଟିତ ହେବା ପରେ, ସେଠାରୁ ୪ଟି ଟ୍ରେନ୍ ଚଳାଚଳ କରିବ ।
ପୂର୍ବରୁ ଠାବ ହୋଇଛି ୫ଶହ ବର୍ଷ ତଳର ମନ୍ଦିର । ବାଲି ତଳେ ପୋତା ମନ୍ଦିରର ଦିଶୁଛି କେବଳ ଚୂଡ଼ା ।
ବାଇକ୍ରେ ୩ ଜଣ ଯାଉଥିବା ବେଳେ ସୁବଳୟା ଛକ ନିକଟରେ କାର୍ ସହ ସେମାନଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।
ଜଣେ ଦୁର୍ବୃତ୍ତ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।