Advertisment

ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୧,୦୬୮ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୦୬  ରହିଛି। ଗଞ୍ଜାମରୁ ସର୍ବାଧିକ ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

odisha

Advertisment

ଭୁବନେଶ୍ୱର: ଓଡ଼ିଶାରେ ୧,୦୬୮ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୦୬  ରହିଛି।

Advertisment

ଗଞ୍ଜାମରୁ ସର୍ବାଧିକ ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଛି।

Advertisment
Corona Cases In Odisha Today Corona Updates In Odisha Corona Updates Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ