/odishatv-khabar/media/post_attachments/uploadimage/library/16_9/16_9_0/chella-kumar-1_1625334707.jpg)
chella kumar
ଭୁବନେଶ୍ୱର: ନବନିଯୁକ୍ତ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
Advertisment
କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ୍ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।
/odishatv-khabar/media/post_attachments/wp-content/uploads/2020/09/Capture-୧୧୧.jpg)
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)