Advertisment

ରାଜଧାନୀରେ ଆଉ ଏକ ସାଇବର ଥାନା ଉଦ୍‌ଘାଟିତ

ଭୁବନେଶ୍ୱର : ରାଜଧାନୀରେ ଆଉ ଏକ ସାଇବର ଥାନା ଉଦଘାଟିତ ହୋଇଛି।  ଭୁବନେଶ୍ୱର ସାଇବର କମ୍ପ୍ଲେକ୍ସରେ କ୍ରାଇମବ୍ରାଞ୍ଚର ସାଇବର ଥାନାକୁ ଉଦ୍‌ଘାଟନ କରିଛନ୍ତି ପୋଲିସ ଡିଜି ଅଭୟ।  ଏହାକୁ ମିଶାଇ ରାଜ୍ୟରେ ଏବେ ସାଇବର ଥାନା ସଂଖ୍ୟା ୪କୁ ବୃଦ୍ଧି ହୋଇଛି।  କଟକରେ ଥତ୍ୱା ସାଇବର ଥାନା ଏଠାରୁ ଅପରେଟ ହେବ। ତେବେ ସାଇବର ମାମଲା ତୁଳନାରେ ଦକ୍ଷତାର ଅଭାବ ରହୁଛି, ତେଣୁ ସାଇବର ଥାନା ମାଧ୍ୟମରେ କର୍ମଚାରୀଙ୍କୁ ଟ୍ରେନିଂ ଦେଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ […]

ରାଜଧାନୀରେ ଆଉ ଏକ ସାଇବର ଥାନା ଉଦ୍‌ଘାଟିତ

saiber

Advertisment

ଭୁବନେଶ୍ୱର : ରାଜଧାନୀରେ ଆଉ ଏକ ସାଇବର ଥାନା ଉଦଘାଟିତ ହୋଇଛି।  ଭୁବନେଶ୍ୱର ସାଇବର କମ୍ପ୍ଲେକ୍ସରେ କ୍ରାଇମବ୍ରାଞ୍ଚର ସାଇବର ଥାନାକୁ ଉଦ୍‌ଘାଟନ କରିଛନ୍ତି ପୋଲିସ ଡିଜି ଅଭୟ।  ଏହାକୁ ମିଶାଇ ରାଜ୍ୟରେ ଏବେ ସାଇବର ଥାନା ସଂଖ୍ୟା ୪କୁ ବୃଦ୍ଧି ହୋଇଛି।  କଟକରେ ଥତ୍ୱା ସାଇବର ଥାନା ଏଠାରୁ ଅପରେଟ ହେବ।

Advertisment

ତେବେ ସାଇବର ମାମଲା ତୁଳନାରେ ଦକ୍ଷତାର ଅଭାବ ରହୁଛି, ତେଣୁ ସାଇବର ଥାନା ମାଧ୍ୟମରେ କର୍ମଚାରୀଙ୍କୁ ଟ୍ରେନିଂ ଦେଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ ବୋଲି ଡିଜିପି କହିଛନ୍ତି। ପ୍ରତି ଥାନାରେ ସାଇବର କ୍ରାଇମ୍ ସମ୍ପର୍କିତ ଜ୍ଞାନ ଥିବା ଜଣେ କର୍ମଚାରୀ ରହିବେ ଏବଂ ଏହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରାଯିବ ବୋଲି ଡିଜିପି କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ