PUCCA HOUSE Photograph: (OTV)
ଗରିବଙ୍କୁ ନୂଆବର୍ଷ ଭେଟି ଦେବ ପଞ୍ଚାୟତିରାଜ ବିଭାଗ। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ବଣ୍ଟନ ହେବ ପକ୍କା ଘର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ପିଏମ୍ ଆବାସ ପାଇଁ ଆବେଦନ କରିଛନ୍ତି ୩୭ ଲକ୍ଷ ହିତାଧିକାରୀ । ସେମାନଙ୍କ ଭିତରୁ ଏବେ ସୁଦ୍ଧା ୩୪ ଲକ୍ଷ ହିତାଧିକାରୀ ସର୍ଟଲିଷ୍ଟ ହୋଇଛନ୍ତି । କେନ୍ଦ୍ର ସରକାରଙ୍କୁ ଏହି ତାଲିକା ପ୍ରଦାନ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଜାନୁଆରୀରେ ୧୦ ଲକ୍ଷ ହିତାଧିକାରୀଙ୍କୁ ବଣ୍ଟନ ହେବ ପକ୍କା ଘର
ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକଙ୍କ ସୂଚନା
ପିଏମ୍ ଆବାସ ପାଇଁ ଆବେଦନ କରିଛନ୍ତି ୩୭ ଲକ୍ଷ ହିତାଧିକାରୀ
ଆବେଦନକାରୀଙ୍କ ମଧ୍ୟରୁ ଏବେ ସୁଦ୍ଧା ୩୪ ଲକ୍ଷ ହିତାଧିକାରୀ ସର୍ଟଲିଷ୍ଟ
କେନ୍ଦ୍ର ସରକାରଙ୍କୁ ଏହି ତାଲିକା ପ୍ରଦାନ କରାଯାଇଛି
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/09/pucca-house-2026-01-09-13-22-00.jpg)