Advertisment

ଶପଥ ନେଲେ ବିଜୟ, ସ୍ୱରୂପ

ଭୁବନେଶ୍ୱର: ଶପଥ ନେଲେ ୨ ନବ ନିର୍ବାଚିତ ବିଧାୟକ। ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ  ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଶପଥ ନେଇଛନ୍ତି। ନିର୍ବାଚିତ ବିଧାୟକଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି।  ୨୦ ତାରିଖ ବିଧାନସଭା ଅଧିବେଶନରେ ଉଭୟେ ଭାଗ ନେବେ।

author-image
Chandan Shishu
ଅଦ୍ୟତନ ହୋଇଛି
ଶପଥ ନେଲେ ବିଜୟ, ସ୍ୱରୂପ

bijay-sworup

ଭୁବନେଶ୍ୱର: ଶପଥ ନେଲେ ୨ ନବ ନିର୍ବାଚିତ ବିଧାୟକ। ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ  ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଶପଥ ନେଇଛନ୍ତି।

Advertisment

ନିର୍ବାଚିତ ବିଧାୟକଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି।  ୨୦ ତାରିଖ ବିଧାନସଭା ଅଧିବେଶନରେ ଉଭୟେ ଭାଗ ନେବେ।

Advertisment
Advertisment