Advertisment

ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନାହାନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନଥିବା କହି ଧର୍ମେନ୍ଦ୍ର କଟାକ୍ଷ କରିଛନ୍ତି। ଭଞ୍ଜନଗରର ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମଧ୍ୟ ସେ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,“ଉଭୟ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଅପରାଧିକ ଓ ଚିଟ୍‌ଫଣ୍ଡ ମାମଲା ରହିଛି।” ଏଥିସହ ବ୍ରହ୍ମପୁରରେ ଅପରାଧୀ ଓ ମଦ ମାଫିଆଙ୍କ ପୃଷ୍ଠପୋଷକତାର ନାଁ ନବୀନ ବୋଲି କହି ଧର୍ମେନ୍ଦ୍ର କଡ଼ା ଭାଷାରେ […]

ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନାହାନ୍ତି: ଧର୍ମେନ୍ଦ୍ର

dharmendra

Advertisment

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନଥିବା କହି ଧର୍ମେନ୍ଦ୍ର କଟାକ୍ଷ କରିଛନ୍ତି। ଭଞ୍ଜନଗରର ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମଧ୍ୟ ସେ ଟାର୍ଗେଟ୍‌ କରିଛନ୍ତି।

Advertisment

ସେ କହିଛନ୍ତି,“ଉଭୟ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଅପରାଧିକ ଓ ଚିଟ୍‌ଫଣ୍ଡ ମାମଲା ରହିଛି।”

ଏଥିସହ ବ୍ରହ୍ମପୁରରେ ଅପରାଧୀ ଓ ମଦ ମାଫିଆଙ୍କ ପୃଷ୍ଠପୋଷକତାର ନାଁ ନବୀନ ବୋଲି କହି ଧର୍ମେନ୍ଦ୍ର କଡ଼ା ଭାଷାରେ ସମାଲୋଚନା କରିଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ