/odishatv-khabar/media/post_attachments/uploadimage/library/16_9/16_9_0/subrat_1627280359.jpg)
subrat
ଭୁବନେଶ୍ୱର: ଓଡ଼ିଶାରେ ନିଜାମୁଦ୍ଦିନ ଫେରନ୍ତାଙ୍କ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ପୂର୍ବରୁ ୨୮ ଜଣ ୧୦୪ ଜରିଆରେ ରେଜିଷ୍ଟ୍ରେସନ କରିଥିଲେ. ହେଲେ ମୁଖ୍ୟମନ୍ତ୍ରୀଙ୍କ ଅପିଲ ପରେ ଆଉ ୪୨ ଜଣ ରେଜିଷ୍ଟ୍ରେସନ କରିଛନ୍ତି ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୍ ୧୯ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ।
Advertisment
ତାସହ ବାଗ୍ଚୀ ଆହୁରି ମଧ୍ୟ ସୂଚନା ଦେଇ କହିଛନ୍ତି-ରାଜ୍ୟରେ ଅଦ୍ୟାବଧି ୨୨୧୫ଟି ସାମ୍ପଲ ପରୀକ୍ଷା ହୋଇଛି। ସେଥିରୁ ୪୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣ ସୁସ୍ଥ ହୋଇ ଫେରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)