/odishatv-khabar/media/media_files/2026/01/30/no-ban-on-pan-masala-in-state-2026-01-30-17-56-51.jpg)
ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା Photograph: (OTV)
ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା। ଚିଠି ଲେଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ କରାଯାଇଛି।
Advertisment
- ବ୍ୟାନ୍ ହେବନି ପାନ ମସଲା
- ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା
- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
- ଚିଠି ଲେଖି ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
- CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବଙ୍କ ଚିଠି
- ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)