Advertisment

No Ban on Pan Masala in State: ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା; ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରୁ ସ୍ପଷ୍ଟୀକରଣ

ବ୍ୟାନ୍ ହେବନି ପାନ ମସଲା। ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ। ଚିଠି ଲେଖି ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ। CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବଙ୍କ ଚିଠି।

No Ban on Pan Masala in State

ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା Photograph: (OTV)

Advertisment

ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା। ଚିଠି ଲେଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ କରାଯାଇଛି।

Advertisment

  • ବ୍ୟାନ୍ ହେବନି ପାନ ମସଲା
  • ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା
  • ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଚିଠି ଲେଖି ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବଙ୍କ ଚିଠି
  • ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ
Odisha News Odisha Politics Pan Masala
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ